ଓଡ଼ିଶାରେ ପହଞ୍ଚିଲେ ୪ ମୁଖ୍ୟମନ୍ତ୍ରୀ
ଆଜି ଶପଥ ଗ୍ରହଣ ସମାରୋହ ହେବାକୁ ଥିବା ବେଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ । ତେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏବଂ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପହଞ୍ଚି!-->…
