ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏ ନେଇ ପୁଲିସ କମିସନର ସଂଜୀବ ପଣ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମାରୋହ ପାଇଁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ସମସ୍ତ!-->…
