ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ
ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ।
ଟ୍ରକ୍ଟି ମୋହନା!-->!-->!-->…
