Odia News Portal

ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ସରୁଛି ପ୍ରଚାର । ତା ପୂର୍ବରୁ ପ୍ରଚାର ଯୁଦ୍ଧକୁ ଚୂଡ଼ାନ୍ତ ରୂପ ଦେବାକୁ ପ୍ରସ୍ତୁତ ସବୁ ଦଳ। ବିଜେପି ପାଇଁ ଆଜି ପ୍ରଚାର ଲାଗି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରିପଦାଠାରେ ମୋଦି ପହଞ୍ଚି ସାରିଛନ୍ତି। ମୟୁରଭଞ୍ଜ, …

ଗର୍ଜିଲେ ଶାହ, କହିଲେ- ୪ ଜୁନ୍‌ରେ ନବୀନ ବାବୁ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଏ ନିର୍ବାଚନ ହେଉଛି ଓଡ଼ିଆ ଅସ୍ମିତା, ଭାଷା, କଳା ଓ ସ୍ୱାଭିମାନ ପାଇଁ ଲଢ଼େଇ। ଓଡ଼ିଶାବାସୀ ନବୀନ ପଟ୍ଟନାୟକଙ୍କୁ ସହ୍ୟ କରିଗଲେ। ମାତ୍ର ତାମିଲ ବାବୁଙ୍କୁ ଆଉ ବରଦାସ୍ତ କରିବେ ନାହିଁ। ତେଣୁ ୪ ଜୁନ୍‌ରେ ରେଜଲ୍ଟ ଆସିବା ପରେ ନବୀନ ବାବୁ ହୋଇଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ । ଭଦ୍ରକ ଜିଲ୍ଲା…

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ: ଅପରାଜିତା

ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କହିଛନ୍ତି - କେଉଁ ସ୍ଥିତିରେ ବିଧାୟକ ପ୍ରଶାନ୍ତ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗ, ପ୍ରେସମିଟ୍ କରି ବର୍ଷିଲେ ଅପରାଜିତା ଷଡଙ୍ଗୀ

ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ପ୍ରେସମିଟ୍ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ସିଧା ସିଧା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ…

ଆସନ୍ତାକାଲି ପ୍ରଚାର ଜୋରଦାର କରିବେ ଅମିତ୍ ଶାହ, ହିମନ୍ତ ବିଶ୍ୱଶର୍ମା ଓ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ଶେଷପର୍ଯ୍ୟାୟ ନିର୍ବାଚନ ପ୍ରଚାରକୁ ଜୋରଦାର କରିବା ପାଇଁ ଆସନ୍ତାକାଲି ବିଜେପି ନିଜର ହେଭିୱେଟ୍ ନେତାମାନଙ୍କୁ ମଇଦାନକୁ ଓହ୍ଲାଇବ । କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ୍ ଶାହ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…

ଆଜି ଆସିବେ ଶାହ, କରିବେ ଜୋରଦାର ପ୍ରଚାର

ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ବାକି ଅଛି। ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର ନିମନ୍ତେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହ। ବିଜେପି ପକ୍ଷରୁ ପ୍ରଚାରକୁ…

 ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଛନ୍ତି ଭି କେ ପାଣ୍ଡିଆନ୍ 

ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଛନ୍ତି ବିଜେଡି ନେତା ଭି କେ ପାଣ୍ଡିଆନ୍ । କହିଛନ୍ତି , ‘ନିଜ ଗୋଡ଼ରେ ନିଜେ କୁରାଢ଼ୀ ମାରୁଛି ବିଜେପି । ବିଜେପିର ମାନିଫେଷ୍ଟୋକୁ ନେଇ ଲୋକମାନେ ବୁଝି ସାରିଛନ୍ତି । ତେଣୁ ଏହି ମାନିଫେଷ୍ଟରେ ବିଜେପିର ୯ ଟି ସେଲ୍ଫ ଗୋଲ ଖୋଦ୍ ବିଜେପି ପାଇଁ ସମସ୍ୟା…

ମୋଦିଙ୍କ ବଡ଼ ବୟାନ; ଓଡ଼ିଶାରେ ବଦଳିବାକୁ ଯାଉଛି ସରକାର

ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଜୁନ୍ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାରୀ ତାରିଖ। ଓଡ଼ିଶାରେ ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି…

ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶାଲ ମିଡିଆ ହ୍ୟାଣ୍ଡେଲ ‘X’ରେ ନିଜ ଅସୁସ୍ଥତା ବାବଦରେ ସୂଚନା ଦେଲେ ସୁଦର୍ଶନ।

ମୁଖ୍ୟମନ୍ତ୍ରୀ ତାମିଲନାଡୁରୁ ନେତା ଭଡ଼ାରେ ଆଣିଛନ୍ତି: ଧର୍ମେନ୍ଦ୍ର

ସଭା ଓ ସମିତି ପାଇଁ ମାଇକ୍‌ ଭଡ଼ାରେ ଆସେ। ହେଲେ ମୁଖ୍ୟମନ୍ତ୍ରୀ ନେତା ଭଡ଼ାରେ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ତାମିଲ୍‌ନାଡୁରୁ ନେତା ଭଡ଼ାରେ ଆଣିଛନ୍ତି। ଆମେ କଣ ଏହାକୁ ସ୍ୱୀକାର କରିବା କି ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନ ପ୍ରଚାର ପାଇଁ ଶ୍ରୀ…