କାଲି ଭୋଟ, ରିଗିଂ ଆଶଙ୍କାରେ CAPF ପାଇଁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ
ଆସନ୍ତା କାଲି ହାଇ ପ୍ରୋଫାଇଲ ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨ ଅବସରପ୍ରାପ୍ତ ପୁଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି!-->…
