୬ ବର୍ଷ ହେଲା ମିଳୁନି ରତ୍ନଭଣ୍ଡାର ଚାବି, ମୁଖ୍ୟମନ୍ତ୍ରୀଙ୍କ ପାଖ ଲୋକ ଦାୟୀ
ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ପୁଣି ଥରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ ବୋଲି ଆକ୍ଷେପ କରି କହିଛନ୍ତି। ଅନୁଗୋଳ ଜନସଭାରେ ରାଜ୍ୟ ସରକାରଙ୍କୁ ଏପରି ଟାର୍ଗେଟ କରିଛନ୍ତି!-->…
