ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ, ଦ୍ୱିତୀୟରେ ସୌମ୍ୟ
ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା!-->…
