୧୯ରେ ଓଡ଼ିଶା ଆସିବେ ପ୍ରଧାନ ମନ୍ତ୍ରୀ
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିବେ।
୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି!-->!-->!-->…
