ରାଜନୀତିର ପରିଭାଷା ବଦଳାଇଛନ୍ତି ମୋଦି, ଯାହା କୁହନ୍ତି ତାହା କରନ୍ତି: ନଡ୍ଡା
ଆସୁ ଆସୁ ପଦ୍ମପୁର ସଭାରେ ବର୍ଷିଲେ ନଡ୍ଡା । କହିଲେ ରାଜନୀତିର ପରିଭାଷା ବଦଳାଇ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି । ୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ ଧାରା ଆଣିଲେ ବୋଲି କହିଛନ୍ତି । ୨୦୧୪ ପୂର୍ବର ଭାରତ ଓ ପରର ଭାରତ ମଧ୍ୟରେ!-->…
