୭୪ ପ୍ରତିଶତ ମତଦାନ ସହ ସରିଲା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
୨୪ ସିଂହାସନ ପାଇଁ ଓଡ଼ିଶାରେ ପଡିଛି ପ୍ରଥମ ପର୍ଯ୍ୟାୟ ଭୋଟ । ଇଭିଏମରେ ସିଲ୍ ହୋଇଛି ୨୭୧ ପ୍ରାର୍ଥୀଙ୍କ ଭାଗ୍ୟ । ଛୋଟ ମୋଟ ଗଣ୍ଡଗୋଳକୁ ଛାଡିଲେ ଶାନ୍ତିପୂର୍ଣ୍ଣ ଭାବେ ୪ ଲୋକସଭା ଏବଂ ଏହା ଅଧିନରେ ଆସୁଥିବା ୨୮ ବିଧାନସଭା ଆସନ ପାଇଁ ନିର୍ବାଚନ ଶେଷ ହୋଇଛି । ନିର୍ବାଚନ କମିଶନଙ୍କ ରିପୋର୍ଟ!-->…
