Odia News Portal

ଶିମିଳିପାଳ ଅଭୟାରଣ୍ୟରେ ନିର୍ଭୟରେ ବୁଲୁଛି ମହାବଳ

ବନ୍ୟ ଜନ୍ତୁ ପ୍ରେମୀଙ୍କ ପାଇଁ ଆସିଛି ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ବୁଲୁଥିବାର ଭିଡିଓ ସେୟାର କରିଛି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ। ଅଭୟାରଣ୍ୟ କର୍ତ୍ତୃପକ୍ଷ ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଏହି ଭିଡିଓକୁ ସେୟାର କରିଛନ୍ତି । ଏହି ଭିଡିଓରେ

୫ ରାଜ୍ୟରେ ବାଜିଲା ନିର୍ବାଚନୀ ବିଗୁଲ

ବାଜିଲା ନିର୍ବାଚନୀ ବିଗୁଲ୍। ଘୋଷଣା ହେଲା ୫ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୭ରୁ ମତଦାନ ଆରମ୍ଭ। ବିଭିନ୍ନ ପର୍ୟ୍ୟାୟରେ ହେବ ମତଦାନ। ଡିସେମ୍ବର ୩ରେ ଭୋଟ୍ ଗଣତି। ଆଜି ସାମ୍ୱାଦିକ ସମ୍ମିଳନୀରେ ତାରିଖ ଘୋଷଣା କରିଛନ୍ତି ଇଲେକ୍ସନ୍ କମିଶନ ରାଜିବ କୁମାର। ଛତିଶଗଡ଼କୁ ଛାଡ଼ି

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା, ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି

ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାକୁ ପୂରିଛି ତିନି ବର୍ଷ । ଆଜି ୫ଟି ସହରବାସୀଙ୍କୁ ମିଳିବ ବିଶୁଦ୍ଧ ପାଣି ମିଳିବ। ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର, ନିମାପଡା କୁ ହେବ ଡ୍ରିଙ୍କ ଫ୍ରମ ଟ୍ୟାପ ଜଳ ଯୋଗାଣ । ଏହା ସହ ୧୩ଟି ସହରର ୧୪୯ଟି ୱାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପରୁ ଜଳ

ଜାତୀୟ ରାଜପଥ ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ୧୨ଘଣ୍ଟିଆ ରାସ୍ତା ଅବରୋଧ

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ନିକଟ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଜାତୀୟ ରାଜପଥର ପ୍ରଶସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ବରଗଡ଼ ବୋରିଗୁମା ରାସ୍ତାର  ଡୁଙ୍ଗୁରିପାଲି ଠାରେ  ୨୬ ନମ୍ବର ଜାତୀୟ

ବାହାନଗା ଟ୍ରେନ ଟ୍ରାଜେଡ଼ି ଘଟଣା, ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର

ବାହାନଗା ଟ୍ରେନ ଟ୍ରାଜେଡି ଘଟଣା । ଚିହ୍ନଟ ହୋଇ ନଥିବା ୨୮ ଡେଡ୍ ବଡି ହେବ ଡିସପୋଜ । ଅନ୍ତିମ ସଂସ୍କାର କରିବ ଭୁବନେଶ୍ଵର ମହାନଗର ନିଗମ । DNA ଟେଷ୍ଟ ପରେ ମଧ୍ୟ ଚିହ୍ନଟ ହୋଇ ନ ପାରିବାରୁ AIIMS ଭୁବନେଶ୍ଵରରେ ପଡ଼ି ରହିଛି ଏସବୁ ମୃତ ଶରୀର । ବଡ଼ି ଡିସପୋଜ ପାଇଁ ଅଗଷ୍ଟ ୨୫ରେ CBI

ଆସନ୍ତା ୧୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ

ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବ ନାହିଁ ଘରୋଇ ବସ। ସକାଳ ୬ଟାରୁ ଗଡିବ ନାହିଁ ବୋଲି କୌଣସି ବସ । ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଅଲ ଓଡିଶା ବସ୍ ମାଲିକ ସଂଘର ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି। ଗତ୨୭ ତାରିଖରେ ମଧ୍ୟ

ବାଦାମବାଡ଼ି ରେ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ ଓ ରିଡିଂ ହଲ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା

ପାର୍ବଣରେ ସିଏମସି ଅଞ୍ଚଳରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ

ତାମିଲନାଡୁ, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ରିଲିଜ୍ ‘ପୁଷ୍କରା’

ରାଜ୍ୟରେ ସିନେ ପ୍ରେମୀମାନେ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’କୁ ବହୁତ ପସନ୍ଦ କରିଛନ୍ତି। ତରଙ୍ଗ ସିନେ ପ୍ରଡକ୍ସନ୍ସ ଦ୍ୱାରା ନିର୍ମିତ ‘ପୁଷ୍କରା’ ଗଣେଶ ପୂଜାରେ ରିଲିଜ ହୋଇଥିବା ବେଳେ ଏବେ ବି ସିନେମା ହଲ୍‌ରେ ହାଉସ୍‌ଫୁଲ୍‌ରେ ଚାଲିଛି।ଆଜି ‘ପୁଷ୍କରା’ର ସଫଳତାରେ ଯୋଡ଼ି ହୋଇଛି ଆଉ ଏକ

ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ରାଜଧାନୀରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ଆଉ ପାଦେ ଆଗେଇଛି। ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ମେଟ୍ରୋ ରେଲ୍ ଡିପିଆରକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି