Odia News Portal

ଏଥର ଦୁର୍ଗାପୂଜାରେ ଶିମିଳିପାଳରେ ଜମିବ ପିକନିକ୍ ମଜା

ପାର୍ବଣରେ ଶିମିଳିପାଳର ମନମୁଗ୍ଧକର ପରିବେଶରେ ସମୟ ବିତାଇବାକୁ ପର୍ଯ୍ୟଟକଙ୍କୁ ମିଳିବ ସୁଯୋଗ । କାରଣ ଆସନ୍ତା ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ନଭେମ୍ବର ବଦଳରେ ଚଳିତବର୍ଷ ଆଗୁଆ ଖୋଲିବାକୁ ଯାଉଛି ଅଭୟାରଣ୍ୟ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ

ଆଇଏଏସ୍ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କୁ ନୂଆ ଦାୟିତ୍ବ

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ଶାସନ ସଚିବ। ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ଭାସ୍କର ଜ୍ୟୋତି ଶର୍ମା ଲ୍ୟାଣ୍ଡ ରେକର୍ଡ ଓ ସେଟଲମେଣ୍ଟ କମିଶନର ଓ ବି

ମୋବାଇଲ ଟ୍ରାକିଂ କରିବ ବନ କର୍ମଚାରୀ

ସାବଧାନ ଶିକାରୀ । ଏଥର ସାବାଡ ହେବେ ଶିକାରୀ । କାରଣ ମୋବାଇଲ ଟ୍ରାକିଂ କରିବ ବନ କର୍ମଚାରୀ । ଶିକାରୀ ଓ ସନ୍ଦିଗ୍ଧଙ୍କ ମୋବାଇଲ ଟ୍ରାକିଂ କରିପାରିବେ ବନ କର୍ମଚାରୀ । ଲୋକେସନ୍ ଟ୍ରାକ୍ ସହ କଲ୍ ଡିଟେଲ୍ସ୍ ମଧ୍ୟ ଯାଂଚ କରିବାକୁ ଅନୁମତି ଶିକାରୀ ଦମନ ପାଇଁ କର୍ମଚାରୀଙ୍କୁ ଗୁଳି ଚାଳନା

ପୁରୁଷ କ୍ରିକେଟରେ ସ୍ୱର୍ଣ୍ଣ ଜିତିଲା ଭାରତ

ଆଫଗାନିସ୍ତାନ ବିପକ୍ଷ ଫାଇନାଲ ମ୍ୟାଚ୍ ବର୍ଷା ଯୋଗୁଁ ଅଧାରୁ ବାତିଲ୍ ହୋଇଥିଲା । ତେବେ ରାଙ୍କିଂ ଅନୁସାରେ ଭାରତକୁ ସ୍ୱର୍ଣ୍ଣ ପଦକ ବିଜେତା ଘୋଷଣା କରାଯାଇଛି । କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିବା ପରେ ଭାରତ ୨୭ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ୧୦୨ ପଦକରେ ପହଞ୍ଚିଛି। ଏସିଆନ୍

ସବ୍ ରେଜିଷ୍ଟ୍ରୀ ଅଫିସରେ ପ୍ରେମିକା ସୋମାଲିକା

ବିବାହ ପାଇଁ ବିଧାୟକ ବିଜୟ ଶଙ୍କର ଦାସଙ୍କ ଆବେଦନ ପ୍ରସଙ୍ଗରେ କଟକ ସବ୍ ରେଜିଷ୍ଟ୍ରୀ ଅଫିସରେ ପ୍ରେମିକା ସୋମାଲିକା ଆଜି ପହଞ୍ଚିଥିଲେ। ସୋମାଲିକାଙ୍କ ପରିବର୍ତ୍ତେ ଅନ୍ୟ ଯୁବତୀଙ୍କୁ ବିବାହ ପାଇଁ ବିଜୟଶଙ୍କ ଆବେଦନ ପରେ ସୋମାଲିକା ଏପରି କରିଛନ୍ତି। ତେବେ ସବ୍‌ରେଜିଷ୍ଟ୍ରୀ

ସହିଦ ଯବାନଙ୍କ ପ୍ରାର୍ଥୀବ ଶରୀରରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ପହଞ୍ଚିଲା ସହିଦ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ଭୁବନେଶ୍ବର ବିମାନବନ୍ଦରରେ ପାର୍ଥିବ ଶରୀର ପହଞ୍ଚିଛି । ସହିଦ ସରୋଜଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେବାକୁ ବିମାନବନ୍ଦରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦରରେ ସହିଦଙ୍କ ପ୍ରାର୍ଥିବ ଶରୀର

ଓଡିଶାରେ ପହଞ୍ଚିଲା ସହିଦ ସରୋଜଙ୍କ ମର ଶରୀର

ଭୁବନେଶ୍ୱରରେ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସହିଦଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ପହଞ୍ଚିଛନ୍ତି

ଅମିତ ରୋହିତ ଦାସଙ୍କୁ ଦେଢ଼ କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏସୀୟ ହକି ସ୍ୱର୍ଣ୍ଣ ବିଜୟୀ ଅମିତ ରୋହିତ ଦାସଙ୍କ ପାଇଁ ପୁରସ୍କାର । ଭାରତୀୟ ଟିମ୍‌ର ଓଡ଼ିଆ ପୁଅ ରୋହିତ ଦାସଙ୍କ ପାଇଁ ପୁରସ୍କାର । ଅମିତ ରୋହିତ ଦାସଙ୍କ ପାଇଁ ଦେଢ଼ କୋଟିର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡ଼ିଶା କୃଷି ଶିଳ୍ପ ନିଗମ ଲିମିଟେଡ୍‌, ନବୀନ ଗ୍ରହଣ କଲେ ୧୫.୩୭ କୋଟି ଟଙ୍କାର ଚେକ୍‌

ସମବାୟ ବିଭାଗ ଅଧୀନସ୍ଥ ରାଜ୍ୟ ସମବାୟ ବ୍ୟାଙ୍କ୍ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିିଶା କୃଷି ଶିଳ୍ପ ନିଗମ ଲିମିଟେଡ୍ ପକ୍ଷରୁ ରାଜ୍ୟ ସରକାରଙ୍କୁ ମୋଟ୍ ୧୫ କୋଟି ୩୭ ଲକ୍ଷ ୭୭,୭୯୪ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଲାଭାଂଶ ଚେକ୍

ରାୟଗଡା କଂସାରିଗୁଡ଼ାରେ ହିଣ୍ଡାଲକୋ ପ୍ରତିଷ୍ଠା କରିବ ଆଲୁମିନା ରିଫାଇନାରି ପ୍ଲାଣ୍ଟ, ସ୍ୱାକ୍ଷରିତ ହେଲା ବୁଝାମଣା…

ରାୟଗଡା କଂସାରିଗୁଡ଼ାରେ ହିଣ୍ଡାଲକୋ ପ୍ରତିଷ୍ଠା କରିବ ଆଲୁମିନା ରିଫାଇନାରି ପ୍ଲାଣ୍ଟ। ୮ହଜାର କୋଟି ଟଙ୍କା ପୁଞ୍ଜିନିବେଶରେ ବାର୍ଷିକ ଉତ୍ପାଦନ ହେବ ୨ମିଲିୟନ ଟନ୍ ଆଲୁମିନା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନ କନଭେନ ସେଣ୍ଟରରେ ଓଏମସି ଓ ହିଣ୍ଡାଲକୋ