Odia News Portal

କାର୍ ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

ଲଖନପୁର ଅଞ୍ଚଳରେ ଚାଞ୍ଚଲ୍ଯ। ଲଖନପୁର ଆଦର୍ଶ ବିଦ୍ୟାଳୟ ନିକଟରେ ତିନି ଜଣଂକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ, ପୁଲିସ ପହଂଚି ତଦନ୍ତ କରୁଛି। କାର ଭିତରେ ପଡ଼ି ରହିଛି ତିନି ଜଣଙ୍କ ଗୁଳିବିଦ୍ଧ ମୃତ ଦେହ । ଜଣେ ମହିଳା ଜଣେ ବାଳିକା ଓ ଜଣେ ବ୍ୟକ୍ତି ଙ୍କ ମୃତ ଦେହ । ମୃତକ ମାନେ ଗୋଟିଏ…

କେଜ୍ରିୱାଲଙ୍କୁ ମିଳିବ କି ଜାମିନ

ଅବକାରୀ ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ନେଇ ସୁପ୍ରିମକୋର୍ଟ ମେ ୧୦ରେ ରାୟ ପ୍ରକାଶ କରିବେ। ଗିରଫ ବିରୋଧରେ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି କରୁଥିବା ଖଣ୍ଡପୀଠର ଅଧ୍ୟକ୍ଷତା କରୁଥିବା ଜଷ୍ଟିସ…

ହାଇପ୍ରୋଫାଇଲ୍ ସିଟ୍ ଭୁବନେଶ୍ୱରରେ ଲଢ଼ୁଛନ୍ତି ୧୨ ଲୋକସଭା ପ୍ରାର୍ଥୀ

ହାଇପ୍ରୋଫାଇଲ୍ ସିଟ୍ ଭୁବନେଶ୍ୱର ଲୋକସଭା ନିର୍ବାଚନ ପାଇଁ ମୈଦାନରେ ୧୨ ପ୍ରତିଦ୍ୱନ୍ଦ୍ୱୀ । ବିଭିନ୍ନ ଦଳ ଓ ସ୍ୱାଧୀନ ଭାବେ ନୋମିନେସନ ଦାଖଲ କରିଥିବା ପ୍ରାର୍ଥୀ ମାନଙ୍କର ନାମାଙ୍କନ ପତ୍ର ଯାଞ୍ଚ ସରିବା ପରେ, ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ଚଞ୍ଚଳ…

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି ସୂଚନା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସ'ରେ ଦେଇଛନ୍ତି। ଏଥିରେ ସେ ଲେଖିଛନ୍ତି, ସାମ୍ ପିଟ୍ରୋଡା…

ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପୁଣି ଥରେ ସୁନା ଜବତ ହୋଇଛି। ଦୁବାଇରୁ ଭୁବନେଶ୍ବର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ୩.୭୭ ଗ୍ରାମର ସୁନା ଜବତ ହୋଇଛି, ଯାହାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ ବୋଲି କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ…

ପଦମପୁରରେ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର : ବିଜେପି ଉପରେ ପ୍ରବଳ ବର୍ଷିଲେ, କେନ୍ଦ୍ରମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ବରଗଡ଼ ଜିଲ୍ଲା ପଦମପୁରରେ ଆଜି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେପି ଉପରେ ବର୍ଷିଛନ୍ତି ପାଣ୍ଡିଆନ । ବିଶେଷ କରି ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ସମାଲୋଚନା କରିଛନ୍ତି । ପଦମପୁରବାସୀ ବିକାଶ ବିରୋଧୀଙ୍କୁ ମୁହଁତୋଡ…

ପୂର୍ବରୁ ଅନେକ ଥର ଓଡ଼ିଶା ଆସିଥିଲି, ଏଥର ସ୍ଥିତି ଅଲଗା ଦେଖାଯାଉଛି: ରାଜନାଥ ସିଂହ

ପୂର୍ବରୁ ଅନେକ ଥର ଓଡ଼ିଶା ଆସିଥିଲି। ଏଥର ମଧ୍ୟ ଓଡ଼ିଶା ଆସିଛି। କିନ୍ତୁ ଏଥର ସ୍ଥିତି ଅଲଗା ଦେଖାଯାଉଛି। ଭାରତୀୟ ଜନତା ପାର୍ଟି ଓଡ଼ିଶାର କେତୋଟି ଲୋକସଭା ଆସନରେ ବିଜୟ ହାସଲ କରିବ ବୋଲି ପଚରାଗଲେ, କିଛି ଲୋକେ କହୁଥିଲେ ୨। ସେହିଭଳି ଅନ୍ୟମାନେ କହୁଥିଲେ ୭ ଅଥବା ୮। ଏଥର କିନ୍ତୁ…

‘ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର’

ନିର୍ବାଚନ ପ୍ରଚାର ନିମନ୍ତେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣାରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଅବସରରେ ସେ ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାକୁ ଉଦବୋଧନ ଦେଇଛନ୍ତି । ନିଜ ନିର୍ବାଚନୀ ଭାଷଣରେ ରାଜନାଥ ସିଂହ…

ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍

ସାମ୍ବାଦିକ ସମ୍ମଳନୀ କରି ବିଜେପି ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍। ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶ୍ନ ବାଣରେ ଘାଇଲା କରିବା ସହ ତାଙ୍କ ଦୋଷକୁ ଦେଖାଇଛନ୍ତି । କହିଛନ୍ତି, ୧୦ ବର୍ଷ ଧମେନ୍ଦ୍ର କେନ୍ଦ୍ରରେ ମନ୍ତ୍ରୀ ରହିଲେ ହେଲେ…

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ

ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର।…