ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।
ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ!-->!-->!-->…
