ଭବାନୀପାଟଣାରେ ବିଜେଡି ସୁପ୍ରିମୋଙ୍କ ପ୍ରଚାର, ଯୋଡିଶଙ୍ଖରେ ଭୋଟ୍ ଦେବାକୁ କଲେ ଅପିଲ୍
କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଯୋଡିଶଙ୍ଖରେ ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି ନବୀନ ।
!-->!-->…
