ଏକନମ୍ବର ହାଟ ବନ୍ଦ
ଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍-୧ ମାର୍କେଟରେ ଉତ୍ତେଜନା ଦେଖାଦେଇଛି। ଉଭୟ ଉଠାଦୋକାନୀ ଓ ଭେଣ୍ଡିଂ ଜୋନ୍ ଏବଂ ସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ପାଟିତୁଣ୍ଡ ଉଗ୍ର ରୂପ ନେଇଛି। ପରିସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଏହି ମାମଲାରେ ହସ୍ତକ୍ଷେପ କରିଥିଲା। ପରେ ଉଭୟ ପକ୍ଷରୁ ଥାନା!-->…
