ସମ୍ବଲପୁରରେ ଧର୍ମେନ୍ଦ୍ର ବନାମ ପ୍ରଣବ
ନିର୍ବାଚନୀ ମାହୋଲ ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିଜେଡି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ପକ୍ଷରୁ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ!-->…
