Odia News Portal

ମୋ ବସ୍ ଭିତରୁ ମହିଳାଙ୍କ ଠାରୁ ଲୁଟିନେଲା ଚୋର

ଭରତପୁର ଥାନା ସାମ୍ନାରେ ଠିଆ ହୋଇଥାଏ ଗୋଟିଏ ମୋ ବସ୍ । ଆଉ ଥାନା ଭିତରେ ମହିଳା ପୁରୁଷ ସମସ୍ତଙ୍କ ଭିଡ଼ ଜମିଥାଏ । ସବୁ ମହିଳା ମାନଙ୍କୁ ଜଣେ ମହିଳା ଚେକିଙ୍ଗ କରୁଥାନ୍ତି । ଏଭଳି ଦୃଶ୍ୟ ଦେଖିବା ପାଇଁ ଭାରି ଗହଳି ଲାଗିଥାଏ । ସବୁ ମହିଳା ମାନଙ୍କର ଗୋଡ଼ରୁ ମୁଣ୍ଡ ଯାଏ ଚେକିଙ୍ଗ ହେଉଥାଏ ।

ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁଣି ଶବକୁ ଅସମ୍ମାନ ! ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ବୁହା ହେଲା ଶବ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅମରପାଲିର ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କ ମୃତ୍ୟୁ ପରେ ମହାପ୍ରୟାଣ ଗାଡ଼ି ନମିଳିବାରୁ ସମ୍ପର୍କୀୟମାନେ ବାଇକରେ

ବମିଖାଲ ଓଭରବ୍ରିଜରୁ ତଳକୁ ଖସିଲା କାର୍: ଡ୍ରାଇଭର ଗୁରୁତର

ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ବମିଖାଲ ଓଭରବ୍ରିଜରୁ ତଳକୁ ଏକ କାର୍ ଖସିବା ଫଳରେ ଡ୍ରାଇଭର ଗୁରୁତର ହୋଇଛନ୍ତି । ଡ୍ରାଇଭରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାର ସୂଚନା ମିଳିଛି। ତେବେ ଏହି କାରଟିକୁ ଦେଖିଲେ ସହଜରେ ଅନୁମାନ କରି ହେଉଛି କେତେ ଭୟଙ୍କର ଏହି

ଦାନା ବାନ୍ଧୁଛି ଲଘୁଚାପ, ପଛକୁ ପଛ ଆସୁଛି ୨ ବାତ୍ୟା

ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୨୯ ତାରିଖରେ ଘୂର୍ଣ୍ଣିବଳୟ ଏବଂ ଏହାର ପରବର୍ତ୍ତୀ ୨୪ ଘଣ୍ଟା ପରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ହେବାକୁ ଥିବା ଏହି ଲଘୁଚାପ କ୍ରମଶ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ

ହୋଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକରୁ ଲାଗିଗଲା ନିଆଁ

ହୋଟେଲରେ ଅଗ୍ନିକାଣ୍ଡ । ଗ୍ୟାସ୍ ଲିକରୁ ନିଆଁ ଲାଗି ଜଳିଗଲା ହୋଟେଲ। ଗଜପତି ଜ଼ିଲ୍ଲା ମୋହନା ଥାନା ଲୁହାଗୁଡ଼ି ଛକ ସ୍ଥିତ ରାଜ୍ ପୁତ୍ ଲାଇନ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ସକାଳୁ ଖାଦ୍ୟ ପ୍ରସ୍ତୁତି ବେଳେ ହୋଟେଲର ରୋଷେଇ ଘରେ ହଠାତ ଅଗ୍ନିକାଣ୍ଡ ହୋଇଥିଲା । ଗ୍ୟାସ୍ ଲିକ୍ ରୁ ଏହି

ଟ୍ରେନ୍‌ରେ ମହିଳା କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ: ୨ ଗିରଫ

ସରଯୁ ଏକ୍ସପ୍ରେସ୍‌ରେ ମହିଳା କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏନ୍‌କାଉଣ୍ଟରରେ ଟଳି ପଡ଼ିଛନ୍ତି। ଅଯୋଧ୍ୟାର ପୁରା କଲନ୍ଦରରେ ମୁଖ୍ୟ ଅଭିଯୁକ୍ତ ଅନିସ୍‌ଙ୍କୁ ପୋଲିସ ଓ ଏସ୍‌ଟିଏଫ୍‌ ଏନ୍‌କାଉଣ୍ଟର କରିଛି। କ୍ରସ୍‌ ଫାୟାରିଂରେ ଅନିସ୍‌ ଟଳି ପଡ଼ିଥିବା ପୋଲିସ

ଅଲଗା ହେବେନି ବର୍ଷା-ଅନୁଭବ

ସିନେ ଦମ୍ପତ୍ତି ବର୍ଷା-ଅନୁଭବଙ୍କ ପାରିବାରିକ ବିବାଦ ଆଜି ସମ୍ପୂର୍ଣ୍ଣ ଭାବେ ଭିନ୍ନ ମୋଡ଼ ନେଇଛି | କୋର୍ଟ ଲଢେଇରେ ଅନୁଭବଙ୍କୁ ଝଟକା ଲାଗିଛି | ଅଭିନେତା ତଥା ସାଂସଦ ଅନୁଭବ ଦାଖଲ କରିଥିବା ଛାଡପତ୍ର ପିଟିସନକୁ. କଟକ ଫାମିଲି କୋର୍ଟ ଖାରଜ କରିଦେଇଛନ୍ତି | ତେବେ କେବଳ ଅନୁଭବ ନୁହେଁ ବରଂ

ବାତ୍ୟା ସମ୍ପର୍କରେ କୌଣସି ପୂର୍ବାନୁମାନ କରାଯାଇନାହିଁ : ଆଇଏମଡି ଡିଜି

ଅକ୍ଟୋବରରେ ବାତ୍ୟା ଆଶଙ୍କା ରହିଛି । ତେବେ ବାତ୍ୟା ସମ୍ପର୍କରେ କୌଣସି ପୂର୍ବାନୁମାନ କରାଯାଇନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ । ଏସମ୍ପର୍କରେ ଗୁଜବକୁ ବିଶ୍ବାସ ନ କରିବାକୁ ସେ

 ବାଚସ୍ପତି ଡ଼ାକିଲେ ସର୍ବଦଳୀୟ ବୈଠକ

ମୌସୁମୀ ଅଧିବେଶନ ସୁରୁଖୁରୁରେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ  । ୪ଟାରୁ ସର୍ବଦଳୀୟ ବୈଠକ ଆରମ୍ଭ ହେଉଛି  । ଆଜିଠୁ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଗୃହ ଚାଲିବ  । ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି l ଆଜି

ବିଧାନସଭାରେ ଉପସ୍ଥାପନ ହେଲା ୨୮,୨୦୦ କୋଟିର ଅତିରିକ୍ତ ବଜେଟ୍

ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପଞ୍ଚାୟତି ରାଜ ବିଭାଗ ପାଇଁ ୪୦୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗଣଶିକ୍ଷା