ହକ୍ ପାଇଁ ଲଢେଇ:ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ
୧୦ ଦଫା ଦାବି ନେଇ ଶହଶହ ଅଙ୍ଗନବାଡି କର୍ମୀ ରାଜଧାନୀର ଲୋୟର୍ ପିଏମଜିରେ ଆନ୍ଦୋଳନ କରୁଛନ୍ତି। ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି ହୋଇଛି ।ଖାଲି!-->…
