ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ । ଚାଙ୍ଗଡ଼ା ଦ୍ୱାରରୁ ବେହେରଣ ଦ୍ୱାର ପର୍ୟ୍ୟନ୍ତ ରକ୍ତ ଛିଟା ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି । ରବିବାର ଭୋର ୫ଟା ୪୦ରେ ଦ୍ୱାର ଫିଟିଥିଲା । ସକାଳ ୬ଟା ୨୫ରେ ମଙ୍ଗଳ ଆଳତି ବଢି ଅନ୍ୟାନ୍ୟ ନୀତି ଚାଲିଥିଲା । ପୂର୍ବାହ୍ନ ୧୧ଟା!-->…
