ପ୍ରମିଳା ମଲ୍ଲିକ ହେବେ ବିଜେଡି ବାଚସ୍ପତି ପ୍ରାର୍ଥୀ
ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଜେଡି ବାଚସ୍ପତି ପ୍ରାର୍ଥୀ । ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଆସନ୍ତାକାଲି ପ୍ରାର୍ôଥପତ୍ର ଦାଖଲ କରିବେ ପ୍ରମିଳା । ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ । ବିକ୍ରମ କେଶରୀ ଆରୁଖ ଅର୍ଥ ମନ୍ତ୍ରୀ ହେବା!-->…
