Odia News Portal

ମହାନଦୀରେ ଡ଼ଙ୍ଗା ବୁଡି ୭ ନିଖୋଜ, ଡଙ୍ଗାରେ ଥିଲେ ୫୦ ଜଣ

ମହାନଦୀରେ ବୁଡ଼ିଲା ଡ଼ଙ୍ଗା l ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଶରଧାରୁ ଲୋକେ ବରଗଡ଼ ଜିଲ୍ଲା ବାଞ୍ଜିପାଲିକୁ ଯାଉଥିବା ବେଳେ ବୁଡ଼ିଲା ଡ଼ଙ୍ଗା l ଡ଼ଙ୍ଗାରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ମହିଳା, ପୁରୁଷ ଓ ଛୋଟ ଛୁଆ ଥିବା ସୂଚନା ମିଳିଛି l ନିକଟରେ ଥିବା ମାଛ ଧରାଳି ଡ଼ଙ୍ଗା ଗୁଡିକ ଉଦ୍ଧାର…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥ ଦଉଡ଼ି

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି। ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରସ୍ତୁତ କରାଯାଇଛି ଏହି ଦଉଡ଼ିକୁ। ପ୍ରାୟ ଏକ ମାସ ଧରି ୧୪ ଜଣ…

ବିଜେଡି ନିର୍ବାଚନ ଇସ୍ତାହାରରେ ନିଜ ମତ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ପାଣ୍ଡିଆନ

ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ ପ୍ରକାରରେ ପ୍ରସ୍ତୁତ କରିବାକୁ…

ନାମାଙ୍କନ ଭରିଲେ ଭୁଜବଳ

କଂଗ୍ରେସ ନେତା ଭୁଜବଳ ମାଝୀ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି । କଂଗ୍ରେସର ସାଂସଦ ପ୍ରାର୍ଥୀଭବେ ଶ୍ରୀ ମାଝୀ ନାମାଙ୍କନ ଭରିଛନ୍ତି । ଆଜି ସେ ନିଜର ଶତାଧିକ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନିଜର ନାମାଙ୍କନ ଦାଖଲ କରିଛନ୍ତି । ପ୍ରକାଶ…

ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରିଛି । ତେବେ ଏହା ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ବିଜେଡିରେ ମିଶିଛନ୍ତି । ଭୁବନେଶ୍ୱରସ୍ଥ ଶଙ୍ଖଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ବର୍ଷା…

କଂଗ୍ରେସରେ ମିଶିଲେ ସିପ୍ରା ମଲ୍ଲିକ

ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହାରି ଭିତରେ ଗୁରୁବାର ସିପ୍ରା ମଲ୍ଲିକ କଂଗ୍ରେସରେ ଯୋଗଦେଇଛନ୍ତି । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ସିପ୍ରା…

ସିଇଓଙ୍କ କାର୍ୟ୍ୟାଳୟରେ ବସିଲା ସର୍ବଦଳୀୟ ବୈଠକ

ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଡାକିଛନ୍ତି ସର୍ବଦଳୀୟ ବୈଠକ । ସମସ୍ତ ଜାତୀୟ ଓ ରାଜ୍ୟସ୍ତରୀୟ ସ୍ୱୀକୃତିପ୍ରାପ୍ତ…

ମେ ୧୩ରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ଭୋଟ

ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ୟ୍ୟାୟ ଭୋଟ ଗ୍ରହଣ। ଏହି ପର୍ୟ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ୟ୍ୟ…

 ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା

ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ୟ୍ୟନ୍ତ…

‘ଇଣ୍ଡିଆ’ ମେଣ୍ଟ କ୍ଷମତାକୁ ଆସିଲେ ସିଏଏ, ଏନ୍ଆରସି ଉଚ୍ଛେଦ ହେବ: ମମତା

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଅଭିଯୋଗ କରିଛନ୍ତି ଯେ ବିଜେପି ପୂରା ଦେଶକୁ ଏକ ‘ଡିଟେନସନ୍ କ୍ଯାମ୍ପ’ କରିସାରିଛି। ଯଦି ବିରୋଧୀ ମେଣ୍ଟ ‘ଇଣ୍ଡିଆ’ କ୍ଷମତାକୁ ଆସେ, ତେବେ ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆରସି) ଉଚ୍ଛେଦ କରାଯିବ…