Odia News Portal

ଆଜି ହେଉଛି ପବିତ୍ର ଅଶୋକାଷ୍ଟମୀ

ଆଜି ପବିତ୍ର ଅଶୋକାଷ୍ଟମୀ। ପ୍ରଭୁ ଲିଙ୍ଗରାଜଙ୍କର ଗଡ଼ିବ ରୁକୁଣା ରଥ। ଏଥିଲାଗି ଉତ୍ସବମୁଖର ଏକାମ୍ରକ୍ଷେତ୍ର। ରଥ ପଥ ସବୁ ପ୍ରସ୍ତୁତ ହୋଇ ରହିଛି। ନିର୍ଦ୍ଧାରିତ ସମୟ ଅନୁଯାୟୀ  ଆଜି ଭୋର ୫ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯାଇଛି। ଅପରାହ୍ଣ ୩ଟା ୩୦ରେ ପ୍ରଭୁ ଲିଙ୍ଗରାଜଙ୍କର…

ବିଧାନସଭା ନିର୍ବାଚନ ପାଇଁ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୨୧ ଜଣଙ୍କ ନାଁ ରହିଛି । ରାଉରକେଲାରୁ ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ । ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା,ରାଇରଙ୍ଗପୁରରୁ…

ନିର୍ବାଚନ ପୂର୍ବରୁ ଡିଜିପିଙ୍କ ମାଲକାନଗିରି ଗସ୍ତ, ସୁରକ୍ଷା ସ୍ଥିତିର ସମୀକ୍ଷା

ନିର୍ବାଚନ ପୂର୍ବରୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ମାଲକାନଗିରି ଜିଲ୍ଲା ଗସ୍ତ କରି ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ସ୍ବାଭିମାନ ଅଞ୍ଚଳରେ ବିଏସଏଫ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ମାଓ…

୬ ବର୍ଷ ପାଇଁ କଂଗ୍ରେସରୁ ବିଦା ହେଲେ ସୁର ରାଉତରାୟ

ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି କଂଗ୍ରେସ । ୬ ବର୍ଷ ପାଇଁ ସୁର ରାଉତରାୟଙ୍କୁ କଂଗ୍ରେସରୁ ବହିଷ୍କୃତ କଲା ଏଆଇସିସି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ୟ୍ୟ ପାଇଁ ସୁରଙ୍କ ବିରୋଧରେ କଂଗ୍ରେସ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ।…

ଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା

ଏଥର ମୌସୁମୀରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ରୁ ସେପ୍ଟେମ୍ବର ଯାଏଁ ୧୦୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ…

୧୧ରୁ ୩ କାମ କରାଇଲେ ଦଣ୍ଡ

ପ୍ରବଳ ଖରାରେ କାମ କରାଇବାକୁ କଡା ଭାବେ ବାରଣ । ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ଦିନ ୧୧ ଟାରୁ ୩ଟା ଭିତରେ ବାହାରେ କାମ କରାଇବାକୁ ମନା । ନିର୍ଦ୍ଦେଶ ଅବମାମନନା ହେଲେ ସଂପୃକ୍ତ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ । ବିପର୍ଯ୍ୟ ପରିଚାଳନା ଆଇନ…

ଖୁବ ଶୀଘ୍ର ଆସିବ ବିଜେଡି ନିର୍ବାଚନୀ ଇସ୍ତାହାର

 ଶୀଘ୍ର ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର । ଗତ ଶନିବାର ଶଙ୍ଖ ଭବନରେ ପ୍ରଥମ ବୈଠକ ବସିବା ପରେ ମତାମତ ଆସିବା ଆରମ୍ଭ ହୋଇଛି । ଏଥର ଛାତ୍ର ଓ ଯୁବକଙ୍କୁ ଇସ୍ତାହରରେ ବିଜେଡି ଦେବ ପ୍ରାଥମିକତା ।ଚାଷୀ, ମହିଳାଙ୍କ ପରି ବିଜେଡି ଫୋକସରେ ଯୁବକ ଓ ଛାତ୍ର । ଏଥର ବି ଦଳର ନିର୍ବାଚନୀ…

ଖରାଦିନେ ଖାଆନ୍ତୁନି ଏହି ଖାଦ୍ୟ

ଦିନକୁ ଦିନ କଲବଲ କଲାଣି ତାତି । ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଏପରି ପରିସ୍ଥିତିରେ ଖରାରୁ ରକ୍ଷା ପାଇବାକୁ ସତର୍କତା ଅବଲମ୍ୱନ କରିବା ସହ ସ୍ୱାସ୍ଥ୍ୟ ଉପରେ ମଧ୍ୟ ବିଶେଷ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି । ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଆପଣ ଗ୍ରୀଷ୍ମ ଋତୁରେ ସୁସ୍ଥ ରହିବାକୁ…

ଯାଜପୁର ପୌରପାଳିକାରେ ପ୍ରଚାର ଆରମ୍ଭ କଲା ବିଜେଡି

ଯାଜପୁର ପୌରପାଳିକାରେ ପ୍ରଚାର ଆରମ୍ଭ କଲା ବିଜେଡି। ସ୍ଥାନୀୟ ବିରଜା କଲ୍ୟାଣ ମଣ୍ଡପରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେଲେ ବିଜେଡି ବିଧାୟିକା ପ୍ରାର୍ଥିନୀ ସୁଜାତା ସାହୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରକୁ ପାଥେୟ କରି ନିଜ ସପକ୍ଷରେ ଭୋଟ ଭିକ୍ଷା କରିଛନ୍ତି।…

ଶାହାଙ୍କୁ ଟକ୍କର ଦେବେ ସୋନାଲ ପଟେଲ

ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା କରୁନାହାନ୍ତି କି ଭୟ ବି…