Odia News Portal

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି

୨୦୨୪ ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର 'ସଂକଳ୍ପ ପତ୍ର' ଜାରି କଲା ବିଜେପି । ଦିଲ୍ଲୀ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ନିର୍ବାଚନୀ ଇସ୍ତାହାର କମିଟିର ମୁଖ୍ୟ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ…

ଡାଲି ମୂଲ୍ୟ ହ୍ରାସ କରିବାକୁ ସରକାରଙ୍କ ପ୍ରସ୍ତୁତି

ଡାଲିର ହୋର୍ଡିଂକୁ ରୋକିବା ଏବଂ ମୂଲ୍ୟ ହ୍ରାସ କରିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛନ୍ତି। ଏଭଳି କାର୍ଯ୍ୟରେ ଜଡିତ ବ୍ୟବସାୟୀମାନଙ୍କୁ ସରକାର ଚେତାବନୀ ଦେଇଛନ୍ତି ଯେ ଡାଲି ରଖିବା ପାଇଁ ଜରୁରୀ ସାମଗ୍ରୀ ଅଧିନିୟମ ଅନୁଯାୟୀ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାରୀ…

ବଲିଉଡ଼ ଅଭିନେତା ସଲମାନ ଖାନଙ୍କ ମୁମ୍ବଇସ୍ଥିତ ବାସଭବନ ବାହାରେ ଗୁଳି ଫୁଟିଛି

ବଲିଉଡ଼ ଅଭିନେତା ସଲମାନ ଖାନଙ୍କ ମୁମ୍ବଇସ୍ଥିତ ବାସଭବନ ବାହାରେ ଗୁଳି ଫୁଟିଛି। ରବିବାର ସକାଳ ୫ଟା ସମୟରେ ମୋଟରସାଇକେଲରେ ଆସି ଜଣେ ଅଜଣା ବ୍ୟକ୍ତି ବାନ୍ଦ୍ରାସ୍ଥିତ ସଲମାନ ଖାନଙ୍କ ଘର ବାହାରେ ଅନେକ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୁମ୍ବଇ ପୁଲିସ ଘଟଣାର…

ବାଲୁକା କଳାରେ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଆଜି ମହାବିଷୁବ ସଂକ୍ରାନ୍ତି ଏବେ ଉତ୍କଳୀୟ ନବବର୍ଷ ବା ଓଡିଆ ନବବର୍ଷ । ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ମାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାକଳାରେ ମହାପ୍ରଭୁଙ୍କ ପ୍ରତିକୃତି ନିର୍ମାଣ…

ତେଜିଲା ଇରାନ୍ ଇସ୍ରାଏଲ୍ ଯୁଦ୍ଧ

କ୍ଷେପଣାସ୍ତ୍ର ମାଡ଼ ସହ ଡ୍ରୋନ୍ ଆକ୍ରମଣ କରୁଛି ଇରାନ୍ । ହାଇଆଲର୍ଟ ମୋଡ୍‌ରେ ଇସ୍ରାଏଲ୍ ସେନା । ସମସ୍ତ ପ୍ରକାର ବିମାନ ସେବା ବନ୍ଦ କଲା ଇସ୍ରାଏଲ୍ । ଏହା ଘୋଷଣା କରିଛି ଇସ୍ରାଏଲ୍ । ଇସ୍ରାଏଲ୍ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଛି ଏବଂ ଲୋକଙ୍କୁ ଚେତାବନୀ ଦେଇଛି । ମୁଖ୍ୟ ସାମରିକ…

ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି , ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ

ମହା ବିଷୁବ ସଂକ୍ରାନ୍ତି , ଯାହାକୁ ପଣା ସଂକ୍ରାନ୍ତି ମଧ୍ୟ କୁହାଯାଇଥାଏ l ଏହି ଦିନ ସୂର୍ଯ୍ୟ ମେଷ ରାଶିରେ ପ୍ରବେଶ କରନ୍ତି l ଚଳିତ ଥର ପଣା ସଂକ୍ରାନ୍ତି ୧୪ ଅପ୍ରେଲ ରେ ପାଳିତ ହେବ l ଏହିଦିନ ଓଡ଼ିଆ ନବବର୍ଷ ମଧ୍ୟ ପାଳିତ ହୋଇଥାଏ l ପରମ୍ପରା ଅନୁସାରେ ଏହିଦିନ ପାଚିଲା ବେଲରେ ପଣା…

ଦାମୋଦରଙ୍କ ପରିବାରକୁ ଗଲା ବିଜେଡି ଟିକେଟ

ସ୍ବର୍ଗତ ଦାମୋଦର ରାଉତଙ୍କ ପରିବାରକୁ ଗଲା ବିଜେଡି ଟିକେଟ। ପାରାଦୀପ ବିଧାନସଭା ଆସନ ପାଇଁ ତାଙ୍କ ବୋହୂ ତଥା ବିଧାୟକ ସମ୍ବିତ ରାଉତରାୟଙ୍କ ପତ୍ନୀ ଗୀତାଞ୍ଜଳି ରାଉତରାୟଙ୍କୁ ଟିକେଟ ମିଳିଛି। ପାରାଦୀପ ନିର୍ବାଚନମଣ୍ଡଳୀ ଗଠନ ହେବା (୨୦୦୯ ମସିହା)ଠାରୁ ଦାମ ରାଉତଙ୍କ ପରିବାର ହାତରେ ଆସନ…

ନିର୍ବାଚନ ଲଢିବିନି: ପ୍ରଶାନ୍ତ

ବିଜେଡି ଛାଡ଼ି ନିକଟରେ ବିଜେପିରେ ମିଶିଥିବା ପ୍ରଶାନ୍ତ ଜଗଦେ୍ଧବ କେଉଁ ଆସନରୁ ନିର୍ବାଚନ ଲଢିବା ପାଇଁ ଇଚ୍ଛା ରଖିଥିଲେ ସେ ସମ୍ପର୍କରେ ଆଜି ସେ ମୁହଁ ଖୋଲିଛନ୍ତି । ବିଜେଡି ସୁପ୍ରିମୋ ତଥା ନବୀନ ପଟ୍ଟନାୟକଙ୍କ ବିରୋଧରେ ଲଢିବା ପାଇଁ ଇଚ୍ଛା ଥିଲା ବୋଲି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେ୍ଧବ…

ଦେଶର ଲୋକଙ୍କ ପାଇଁ କଂଗ୍ରେସ ଓ ଇଣ୍ଡିଆ ମେଣ୍ଟର ଟିକିଏ ବି ଚିନ୍ତା ନାହିଁ : ମୋଦି

 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଉଧମପୁରରେ ଏକ ରାଜନୈତିକ ସଭାକୁ ସମ୍ବୋଧିତ କରି ୨ଟି ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି କି ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟର ମାନ୍ୟତା ମିଳିବ ଏବଂ ଖୁବଶୀଘ୍ର ଏଠାରେ ବିଧାନସଭା ନିର୍ବାଚନ ହେବ। ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟିବା…

କମଳା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାଃ କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।…