କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ
ବିଭିନ୍ନ ଦାବି ନେଇ କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁଙ୍କ ବିରୋଧରେ ନାରାବାଜି । ସଫେଇ କର୍ମଚାରୀମାନଙ୍କୁ ବିଭିନ୍ନ ସମୟରେ ନିର୍ଦ୍ଦେଶକ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଆନ୍ଦୋଳନକାରୀ । ଏହା ସହ!-->…
