କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୁଣୁପୁର ବ୍ଲକର ପୂର୍ବତନ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡାଙ୍କୁ ଜେଲ୍ ଦଣ୍ଡ ହୋଇଛି। ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ରାଜେଶ ଏକ୍କା ମାମଲାାର ଶୁଣାଣି କରି କନିଷ୍ଠ ଯନ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୨ ଲକ୍ଷ!-->…
