ଆଜି ପ୍ରଥମ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍-୧
ଆଜି ପ୍ରଥମ କକ୍ଷପଥ ପରିବର୍ତ୍ତନ କରିଛି ଆଦିତ୍ୟ-ଏଲ୍-୧ । ଦିନ ୧୧ଟା ୪୦ରେ ଆଦିତ୍ୟ-ଏଲ୍-୧ର କକ୍ଷପଥ ପରିବର୍ତ୍ତନ ହୋଇଛି । ଏନେଇ ଇସ୍ରୋ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଇସ୍ରୋ କହିଛି, ଆଦିତ୍ୟ ଯାନ ଠିକ୍ ଭାବେ କାମ କରୁଛି । ପୃଥିବୀର କକ୍ଷପଥରେ ୧୬ ଦିନ ଧରି ଘୂରିବ!-->…
