ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ । ଦିଗପହଣ୍ଡିରୁ!-->…
