ନନ୍ଦନକାନନକୁ ଆସିଲେ ୪ ନୂଆ ଅତିଥି
ନନ୍ଦନକାନନ ଚିଡିଆଖାନାକୁ ଏକ ଯୋଡା ଗୋଲ୍ଡେନ୍ ହ୍ୟାଣ୍ଡେଡ୍ ଟାମାରିନ୍ ଏବଂ ସ୍କ୍ବିରେଲ୍ ମଙ୍କି ଅଣାଯାଇଥିବା ଜଣାପଡ଼ିଛି। ଉଭୟ ପ୍ରଜାତିରୁ ଗୋଟିଏ ଲେଖାଏଁ ଯୋଡି ଚିଡିଆଖାନାରେ ଛଡାଯାଇଛି। ଉଭୟ ଗୋଲଡେନ୍ ହ୍ୟାଣ୍ଡେନ୍ ଟାମାରିନ ଏବଂ ସ୍କ୍ବିରେଲ୍ ମଙ୍କି ହାତର ପାପୁଲି ଅଂଶ ସୁନେଲି ରଙ୍ଗର ।!-->…
