ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ
ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ଚିରଞ୍ଜୀବ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ ପୁଅ ଚିରଞ୍ଜୀବ ଜଗତସିଂହପୁର ଜିଲ୍ଲାର ଜଣେ ଟାଣୁଆ କଂଗ୍ରେସ!-->…
