Odia News Portal

ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଆସନ୍ତାକାଲି ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଜରୁରୀ କାର୍ୟ୍ୟ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତା କାଲି । ରକ୍ଷା ବନ୍ଧନ କାର୍ୟ୍ୟକ୍ରମ ରେ ଭାଗ ନେବେ ନାହିଁ ।

ସେପ୍ଟେମ୍ବର ୧୧ରୁ କଟକ ନେତାଜୀ ବସ୍‌‌ ଟର୍ମିନାଲରୁ ଗଡ଼ିବ ବସ୍‌‌

ଆଗାମୀ ସେପ୍ଟେମ୍ବର ୧୧ରୁ କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)ରୁ ବସ୍‌‌ ଚଳାଚଳ ଆରମ୍ଭ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ପୁରୀ, ଅନୁଗୋଳ, ସମ୍ବଲପୁର ଏବଂ ରାଉରକେଲାକୁ ସିଏନବିଟିରୁ ବସ୍‌‌ ରହଣି ସହ ଯାତାୟାତ କରିବ। ଏଥିପୂର୍ବରୁ ବସ ଟର୍ମିନାଲରେ ବାକିଥିବା ଛୋଟ

ବଂଶଧାରା ନଦୀରେ ଭାସି ୨ନିଖୋଜ ଘଟଣା : ଉଦ୍ଧାର ହେଲା ଜଣଙ୍କ ମୃତଦେହ

ବଂଶଧାରାରେ ଭାସି ନିଖୋଜ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର। ଗୁଡାରିବ୍ଲକ ଅନ୍ଧାରିଗୁଡ଼ା ନିକଟ ଏକ ବ୍ରିଜ ତଳୁ ୯ବର୍ଷର ନାବାଳକ ରତ୍ନାକର ବଡ଼ନାୟକଙ୍କ ମୃତଦେହ ଉଦ୍ଧାର ହୋଇଛି। ରତ୍ନାକରଙ୍କ ମୃତଦେହ ଏକ ଖୁଣ୍ଟରେ ଲାଗି ରହିଥିବା ଦେଖିଥିଲେ ଗ୍ରାମବାସୀ। ଏହା ପରେ

ନାବାଳିକା ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲଦଣ୍ଡ

ଜଣେ ନାବାଳିକାକୁ ଯୌନ ନିର୍ଯାତନା ସହ ଦୁଷ୍କର୍ମ ମାମଲାର ବିଚାର କରି ଭଦ୍ରକର ସ୍ଵତନ୍ତ୍ର ପୋକସୋ କୋର୍ଟର ନ୍ୟାୟାଧୀଶ ମିନତୀ ପଣ୍ଡା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେଲଦା ଗ୍ରାମର ପ୍ରଣବ କୁମାର ନାୟକ ଓରଫ ବାପୁନୁ (୨୮ ବର୍ଷ)କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା

ଅକ୍ଟୋବର ୧୫ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍‌ ପରୀକ୍ଷା

ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍‌ ପରୀକ୍ଷା - ୨୦୨୨ ତାରିଖ ଘୋଷଣା କରାଯାଇଛି । ଅକ୍ଟୋବର ୧୫ ତାରିଖ ରବିବାର ଦିନ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଟିତ ହେବ ବୋଲି ଏଥିରେ କୁହାଯାଇଛି । ଏନେଇ ଘୋଷଣା କରିଛି ଓଡ଼ିଶା ଲୋକସେବା ଆୟୋଗ ।ଆୟୋଗ ପକ୍ଷରୁ ପରୀକ୍ଷାର ବିସ୍ତୃତ ବିବରଣୀ ପରେ ଘୋଷଣା

ସିନ୍ଧେକେଲାରେ ଝାଡ଼ାବାନ୍ତି ଆତଙ୍କ, ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ଡାକ୍ତରୀ ଟିମ୍

ବର୍ତ୍ତମାନ ସୁଦ୍ଧା ବଲାଙ୍ଗୀର ସିନ୍ଧେକେଲାରେ ୬୩ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣା ପଡ଼ିଛି । ସେଥିମଧ୍ୟରୁ ୧୨ ଜଣ ଡାକ୍ତରଖାନାରେ ଆଡ଼ମିଶନ ହୋଇଛନ୍ତି। ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨ ଜଣଙ୍କର ମୃତ୍ୟୁ ଘଟିଛି । ଆଖପାଖ ଗାଁର ଆଉ ୩ ଜଣ ବ୍ୟକ୍ତି ଝାଡାବାନ୍ତିରେ

ଭୁବନେଶ୍ୱରରେ ତେଲ ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

ତେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି। ଦିଲ୍ଲୀରେ ପେଟ୍ରୋଲ ଲିଟର

ଜାଗା ମିଶନ ଗରିବ ଲୋକକୁ ଦେଇଛି ସମ୍ମାନ, ନୂଆ ପରିଚୟ: ମୁଖ୍ୟମନ୍ତ୍ରୀ

ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ। ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ ସହରର ଗଳି

କଂଗ୍ରେସରେ ଯୋଗଦେବେ ହକି ତାରକା ପ୍ରବୋଧ ତିର୍କୀ

କଂଗ୍ରେସରେ ଯୋଗଦେବେ ହକି ତାରକା ପ୍ରବୋଧ ତିର୍କୀ । ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । କଂଗ୍ରେସରେ ଯୋଗଦେବେ ଦେବେ ବୋଲି ସେ କହିଛନ୍ତି । ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ପ୍ରତି ଆକର୍ଷିତ ହୋଇ କଂଗ୍ରେସରେ ମିଶିବି । ଅଞ୍ଚଳରେ ବିକାଶ ଓ ଲୋକଙ୍କ ସେବା ପାଇଁ ଚାକିରି ଛାଡ଼ି

ସାପ କାମୁଡ଼ାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତ ଘୋଳାଇ ଗ୍ରାମର ଜଣେ ଶିକ୍ଷୟିତ୍ରୀ ସାପ କାମୁଡ଼ାରେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହେଉଥିବା ବେଳେ ସୋର ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଶିକ୍ଷୟିତ୍ରୀ ହେଲେ ସୁମିତ୍ରା କର (୫୦)। ସୁମିତ୍ରା ଘୋଳାଇ ନିତ୍ୟାନନ୍ଦ ୟୁଜି ଏମଇ