ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି
ଧିରେ ଧିରେ ବିଜେଡିକୁ ବାଏ କହୁଛନ୍ତି ହେଭିୱେଟ୍ ନେତା । ଆକାଶଙ୍କ ପରେ ଏବେ ବିଜେଡି ଛାଡ଼ିଲେ କେନ୍ଦ୍ରାପଡ଼ା ବିଜେଡି ସାଂସଦ ଅନୁଭବ ମହାନ୍ତି । ଦଳ ଛାଡ଼ିବା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଲେଖିଲେ ଚିଠି । କାରଣ ସମ୍ପର୍କରେ ନଲେଖି ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ଚିଠିରେ!-->…
