ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଦାମୋଦର ରାଉତ । ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୫ଟା ୨୩ ମିନିଟରେ ଦାମ ଶେଷ ନିଃଶ୍ୱାସ!-->…
