ଘର ଭିତରୁ ମା’ପୁଅଙ୍କ ଝୁଲନ୍ତା ମୃତଦେହ ଠାବ
ସମ୍ବଲପୁର ସହରର ଅନୁଗୁଳିଆପଡ଼ାରେ ମାଆ-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ମାନେ ହେଲେ ଜ୍ୟୋତ୍ସ୍ନାରାଣୀ ଦାସ ଓ ତାଙ୍କ ପୁଅ ସୁଧୀର ପଣ୍ଡା । ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ପୋଲିସକୁ ଜଣାଇଥିଲେ ଲୋକେ ।
ଘଟଣାସ୍ଥଳରେ!-->!-->!-->…
