ସରିଲା ଶ୍ରୀମନ୍ଦିର ନାଟମଣ୍ଡପ ୯୦ ପ୍ରତିଶତ କାମ
ଏବେ ସୁରକ୍ଷିତ ଶ୍ରୀମନ୍ଦିର ନାଟମଣ୍ଡପ । ଆଉ ନାହିଁ ଶ୍ରୀମନ୍ଦିର ନାଟମଣ୍ଡପ ଭାଙ୍ଗିବାର ଭୟ । ଏଏସଆଇ ସୁପରିଟେଣ୍ଡଣ୍ଟଙ୍କ ନାଟମଣ୍ଡପ ବିମରେ ଫାଟର ମରାମତି କାର୍ଯ୍ୟ ୯୦ ପ୍ରତିଶତ ଶେଷ ହୋଇଛି । ଆଉ ଅବଶିଷ୍ଟ ମରାମତି କାର୍ଯ୍ୟ ରଥଯାତ୍ରାରେ ଶେଷ ହେବା ନେଇ କୁହାଯାଇଛି । ଯାହା ଏବେ ବିପଦ!-->…
