ଜେଇଇ ମେନ୍ ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲା; ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଜେଇଇ ମେନ ପରିଚାଳନା ବିଭ୍ରାଟ ମାମଲା । ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାର ସିବିଆଇକୁ ତଦନ୍ତ ଦାୟିତ୍ୱ । ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୪ ମାସ ଭିତରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ।
ଖବର ଅନୁଯାୟୀ, ଓଡ଼ିଆ ଛାତ୍ର ଅଂଶୁମାନ କାନୁନଗୋଙ୍କ!-->!-->!-->…
