ବିଜେଡି ଛାଡ଼ିଲେ ଅରିନ୍ଦମ ରାୟ
ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି ଅଭିନେତା ତଥା ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭିଣୋଇ ଅରିନ୍ଦମ ରାୟ। ସେ ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ!-->…
