Odia News Portal

ମାର୍କେଟ ବିଲ୍ଡିଂରେ ମୁହାଁମୁହିଁ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ପୁଣି ଅଶାନ୍ତି । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ।ଥମିବାର ନାଁ ଧରୁନି

ରାଜଧାନୀରେ ଗର୍ଜିଲେ ଶିକ୍ଷକ

ଲୋୟର ପିଏମଜିରେ ଶିକ୍ଷକଙ୍କ ଧାରଣା । ବିଭିନ୍ନ ଦାବି ନେଇ ଆଜିଠୁ ୩ ଦିନ ପାଇଁ ଅହୋରାତ୍ର ଧାରଣାକୁ ଓହ୍ଲାଇଛନ୍ତି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ-ଓଷ୍ଟା । ସ୍କୁଲରେ ଶିକ୍ଷକ ଓ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଶେଷ ଭାବେ ଚାକିରୀର

ଅଙ୍ଗନବାଡି କର୍ମୀ ନିଯୁକ୍ତି ପାଇଁ ଲାଞ୍ଚ ନେଉଥିଲେ , ଧରିଲା ଭିଜିଲାନ୍ସ

ଅଙ୍ଗନବାଡି କର୍ମୀ ନିଯୁକ୍ତି ପାଇଁ ଲାଞ୍ଚ ନେଉଥିଲେ,ଧରିଲା ଭିଜିଲାନ୍ସ ।୨୦୨୩ ମସିହାରୁ ନିଯୁକ୍ତି ମିଳିଥିଲେ ମଧ୍ୟ ଟଙ୍କା ମାଗୁଥିଲେ ସିଡ଼ିପିଓ । ଭଦ୍ରକ ସିଡ଼ିପିଓଙ୍କ ସହ ଜଣେ ଅଙ୍ଗନବାଡି ସୁପରଭାଇଜର ମଧ୍ୟ ଭିଜିଲାନ୍ସ କବଜାରେ ଧରାପଡିଛନ୍ତି।ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ସରଗଡ଼ିଆ

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ

ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ

ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଆଜି ସନ୍ଧ୍ୟାରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇ ଦିନିଆ ଗସ୍ତରେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ରାତି ୮ ଟାରେ ପହଞ୍ଚି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଓଡ଼ିଶାର ପ୍ରବୀଣା ନାରୀ ନେତ୍ରୀ ,

ଟ୍ରକକୁ ପିଟିଲା ବୋଲେରୋ; ଗୋଟିଏ ପରିବାର ୬ ମୃତ

ରାଜସ୍ଥାନର ଫଲୌଦୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ଅପରାହ୍ନରେ ଫାଲୌଦୀ-ଜୈସଲମେର ରାଜପଥର କାଲ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଏକ ଟ୍ରକ (କଣ୍ଟେନର)କୁ ଏକ ବୋଲେରୋ ପଛପଟୁ ଧକ୍କା ଦେଇଥିଲା ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଥିବା ବେଳେ ମୌସୁମୀ ନିମ୍ନ ଚାପ-ରେଖା ଆଜି ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଅବସ୍ଥାନ କରୁଛି । ଏହା ଆଜି ଉତ୍ତରପ୍ରଦେଶ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର

ଡେଙ୍ଗୁ ହବ୍ ସାଜିଲାଣି ଭୁବନେଶ୍ୱର ହୁ ହୁ ବଢୁଛି ରୋଗୀ ସଂଖ୍ୟା

ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । କିନ୍ତୁ ସେହି ଅନୁପାତରେ ବଢୁନି ଚିକିତ୍ସା ସୁବିଧା । । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଅଗଷ୍ଟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିଛି । ମହାନଗର ନିଗମଗୁଡିକ ସଫେଇ ସହ ସଚେତନତା ମୂଳକ କାର୍ଯ୍ୟ କରୁଥିବାବେଳେ ଏଥିରୁ କିନ୍ତୁ

ନୂଆପଡ଼ାର ୩ଟି ସ୍ଥାନର ବିକାଶ ତଥା ସୌନ୍ଦର୍ଯ୍ୟକରଣ ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା ଜିଲ୍ଲାର ୩ଟି ସ୍ଥାନର ବିକାଶ ତଥା ସୌନ୍ଦର୍ଯ୍ୟକରଣ ପାଇଁ ମିଳିଲା ୧୫ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନୁଦାନ ମଞ୍ଜୁର କରିଛନ୍ତି । କୋମନା ବ୍ଲକ ସୁନବେଡ଼ାରେ ଥିବା ମାଆ ସୁନାଦେଈଙ୍କ ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ଅଢ଼େଇ କୋଟି, ନୂଆପଡା ବ୍ଲକ ପତୋରାର

ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଉତ୍ସବରେ