ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କନିଷ୍ଠ ଶିକ୍ଷକଙ୍କୁ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ
ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦!-->…
