ବଜେଟ ଅଧିବେଶନ: ମୁଣ୍ଡପିଛା ଆୟ ୧.୫୧ ଲକ୍ଷ
ଆରମ୍ଭ ହେଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ । ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣ!-->…
