Odia News Portal

୪ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର() ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ । ଗଭୀର ଅବପାତରେ ପରିଣତ ହୋଇ ଉତ୍ତର –ଉତ୍ତରପୂର୍ବରେ ଗତି କରିବ । ସାଗର ଦ୍ବୀପପୁଞ୍ଜ ଓ ବାଂଲାଦେଶ ଖେପୁପଡା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ…

ଅବପାତର ରୂପ ନେଲା ଲଘୁଚାପ, ଆସନ୍ତାକାଲି ସ୍ଥଳଭାଗ ଛୁଇଁବା ସମ୍ଭାବନା

ଭୁବନେଶ୍ୱର()  ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ ।  ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ ।  ଆସନ୍ତାକାଲି ଅର୍ଥାତ ୨୩ ତାରିଖ ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ…

ବିଜେପି ଇସ୍ତାହାରରେ କରୋନା ଟିକା

ପାଟଣା() ବିହାରରେ ନିର୍ବାଚନୀ ଇସ୍ତାହାର ଜାରି କରିଛି ବିଜେପି ନିର୍ବାଚନ ଇସ୍ତାହାରରେ ପ୍ରଥମ ପ୍ରତିଶ୍ରୁତି ରହିଛି କରୋନା ଟିକା। ବିହାରର ପ୍ରତି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। ଇସ୍ତାହାର ଜାରି କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ସହ ଇସ୍ତାହାରରେ…

ସୁନା କି ଚାନ୍ଦି ନୁହେଁ, ଝଲସିବ ଜରି ମେଢ଼

କଟକ() ମା’ଙ୍କ ଗହଣାଠୁ ନେଇ ସାଜସଜ୍ଜା । ସବୁଥିରେ ଜରି, ସୋଲ କାରୁକାର୍ୟ୍ୟ ଦେଖିବାକୁ ମିଳିବ । ଦୂରରୁ ଦେଖିଲେ ଏହା ସୁନା, ରୁପା ଅଳଙ୍କାରର ଭ୍ରମ ସୃଷ୍ଟି କରିବ । କରୋନା କଟକଣା କାରଣରୁ ପ୍ରାୟ ସବୁ ମଣ୍ଡପରେ ମା’ଙ୍କ ପ୍ରତିମା ସୁନା, ରୁପା ଅଳଙ୍କାର ବଦଳରେ ପିନ୍ଧିବେ ମାଟି, ଜରିର…

ଛତର ଯାତ୍ରା ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭବାନୀପଟଣା()  କଳାହାଣ୍ଡି ଜିଲା ଭବାନୀପାଟଣାରର ଅଧିଷ୍ଠାତ୍ରୀ ଦେବା ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ୨୪ ତାରଖ କରାଯିବ । ଜନଗହଳିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କରୋନା ପାଇଁ ଏହି ଯାତ୍ରା ଉପରେ ୧୪୪ ଧାରା ଲାଗୁ କରାଯାଇଛି । ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ଼ଲାଇନ ଜାରି…

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରଛାତ୍ରୀଙ୍କୁ ମିଳିନି ଏ-୧ ଗ୍ରେଡ

ଭୁବନେଶ୍ୱର() ଗୁରୁବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ସପ୍ଲିମେଣ୍ଟାରୀରେ ମୋଟ ୧୫, ୨୪୪ ଛାତ୍ରଛାତ୍ରୀ ପାସ କରିଛନ୍ତି । ତେବେ ସବୁଠୁ ବଡ଼ କଥା ହେଲା ଯେ,  ସପ୍ଲିମେଣ୍ଟାରୀ ପରୀକ୍ଷାରେ କୌଣସି ଛାତ୍ରଛାତ୍ରୀଙ୍କୁ ଏ-୧ ଗ୍ରେଡ ମିଳିନାହିଁ । ତେବେ ଏ-୨ ଗ୍ରେଡରେ…

ଅର୍ଥନୈତିକ କାର୍ଯ୍ୟକ୍ରମ ତ୍ବରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ତଥା ବୁଧବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି ଯେ ରାଜ୍ୟର ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ପ୍ରଶାସନ ଓ କୋଭିଡ ଯୋଦ୍ଧା ମାନଙ୍କ କଠିନ ପରିଶ୍ରମ ଯୋଗୁ ଏବଂ ସମସ୍ତ ସଂପୃକ୍ତ…

କରୋନା ନେଲା ଆଉ ୧୫ ଜୀବନ, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ୱର () ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୧୯୬ରେ ପହଞ୍ଚôଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଅନୁଗୁଳ, ଓ ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୩ ଜଣ କରୋନା…

ଆଉ ୧୯୧୩ ପଜିଟିଭ୍‌ , ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର()  ରାଜ୍ୟରେ ଆଜି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୦୪ଟି ଲୋକାଲ କେସ୍‌ ରହିଛି।…

୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେବାକୁ ଯାଉଛି । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ୬ଟି ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.