Odia News Portal

ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ

ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ଯା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ । କ୍ଯାବିନେଟ ପରେ ପରେ ମନ୍ତ୍ରି ପରିଷଦ ବୈଠକ ବସିବ । ବୈଠକରେ

ଷ୍ଟାର୍ଟଅପ ପ୍ରସାର କ୍ଷେତ୍ରରେ ଓଡ଼ିଶା ଆଗରେ ରହିଛି: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସଭାରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସମ୍ବଲପୁର ଆଇଆଇଏମ ନୂତନ କ୍ୟାମ୍ପସର ଲୋକାର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାର ବିକାଶ ଯାତ୍ରା ଲାଗି ଆଜି ଏକ ଗୁରୁତ୍ଵପୂର୍ଣ୍ଣ ଦିନ

ପୁଣି ଥରେ ଓଡ଼ିଶାକୁ ଫେରିଲା ହକି ଫିଭର

ପୁଣି ଥରେ ଓଡ଼ିଶାକୁ ଫେରିଲା ହକି ଫିଭର। ଆଜିଠାରୁ ଆରମ୍ଭ ହେଉଛି FIH ପ୍ରୋ ଲିଗ୍। ଆଜି ମହିଳା ବର୍ଗରେ ଚୀନକୁ ଭେଟିବ ଆୟୋଜକ ଭାରତ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସଂଧ୍ୟା ସାଢେ ୭ଟାରେ ମ୍ୟାଚ୍ ରହିଛି। ନିକଟରେ ଝାଡ଼ଖଣ୍ଡରେ ଶେଷ ହୋଇଥିବା ଅଲିମ୍ପିକ୍ସ କ୍ୟାଲି ଫାୟାର୍ସରେ ନିରାଶ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର କରିବେ ଲୋକାର୍ପଣ ଓ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନିକିଆ ଗସ୍ତରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଯିବେ । କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବେ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ

ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ

ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ । ଏନେଇ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସରେ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏହାଛଡ଼ା ମୋଦୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ ଆଡଭାନୀ ଆମ ସମୟର ସବୁଠୁ ସମ୍ମାନୀୟ

ଅସୁରକ୍ଷିତ ରାଜଧାନୀ ଆପାର୍ଟମେଣ୍ଟ

ଜଧାନୀରେ ଆପାର୍ଟମେଣ୍ଟରେ ରହିବା ସଉକ ଏବେ ଲୋକଙ୍କୁ ମହଙ୍ଗା ପଡ଼ିଛି । କାରଣ ଆପାର୍ଟମେଣ୍ଟର ସମସ୍ତ ସିକ୍ୟୁରିଟି ବ୍ୟବସ୍ଥା ଏବଂ ପୋଲିସକୁ ଚାଲେଞ୍ଜ ଦେଇ ଗୋଟିଏ ପରେ ଗୋଟିଏ ଲୁଟପାଟ୍ କରୁଛନ୍ତି ଲୁଟେରା । ଗତ ୨ଦିନ ଭିତରେ ତିନି ତିନିଟି ଲୁଟ୍ ଆପାର୍ଟମେଣ୍ଟ ବାସିନ୍ଦାଙ୍କ ନିଦ ହଜାଇ

ବିନା କଠିନ ପରିଶ୍ରମରେ ସଫଳତା ହାସଲ କରିହେବ ନାହିଁ:ପାଣ୍ଡିଆନ

ନୂଆପଡ଼ା ସ୍ଥିତ ନ୍ୟାସନାଲ କଲେଜ ପଡ଼ିଆରେ ଆୟୋଜିତ ନୂଆ-ଓ କାର୍ୟ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସେ କହିଛନ୍ତି, କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି। ବିନା କଠିନ ପରିଶ୍ରମରେ ସଫଳତା ହାସଲ କରିହେବ ନାହିଁ।

କଡ଼ା ସୁରକ୍ଷାରେ ସମ୍ବଲପୁର,ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି । ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି

ଜନବସତି ମୁଁହା ହେଉଛନ୍ତି ବନ୍ୟଜନ୍ତୁ ; ବଢିଚାଲିଛି ହାତୀ ଆତଙ୍କ

ବ୍ରହ୍ମପୁର ଆସିକା ରେଞ୍ଜର ଧରାକୋଟ ଓ ଷଡ଼ଙ୍ଗୀପଲ୍ଲୀରେ ହାତୀପଲ ପଶି ଆତଙ୍କ ଖେଳାଉଛନ୍ତି। ହାତୀପଲ ଗ୍ରାମ ଭିତରକୁ ପଶି ଘର ଦ୍ୱାରା ଭାଙ୍ଗିବା ସହ ଫସଲ ନଷ୍ଟ ମଧ୍ୟ କରିଦେଉଛନ୍ତି । ଫସଲ ନଷ୍ଟ ହେବାରୁ ଚାଷୀମାନଙ୍କ ଗୁଜୁରାଣ ମେଣ୍ଟିବାରେ ଅସୁବିଧା ହେଉଛି । ହାତୀପଲଙ୍କୁ ରୋକିବା ପାଇଁ