Odia News Portal

ରାହୁଲ ଗାନ୍ଧୀଙ୍କୁ ଉତ୍ତରପ୍ରଦେଶ ପୋଲିସର ବର୍ବରୋଚିତ ଆକ୍ରମଣ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର() ହାଥରସ ପିଡିତାର ପରିବାରକୁ ଭେଟିବାକୁ ଯାଉଥିବା ପ୍ରାକ୍ତନ ଏଆଇସିସି ଅଧକ୍ଷ ତଥା ସାଂସଦ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ଉତ୍ତରପ୍ରଦେଶ ପୋଲିସ ର ଦୁର୍ବ୍ୟବହାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ମାଷ୍ଟର କ୍ୟାଣ୍ଟିଂ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।ଏଥିରେ…

କରୋନାରେ ଆଉ ୧୬ ଜଣଙ୍କର ମୃତ୍ୟୁ, ଖୋର୍ଦ୍ଧାରୁ ୬

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ଆଉ ୩୬୦୦ ପଜିଟିଭ, ଖୋର୍ଦ୍ଧାରୁ ୭୬୬

ଭୁବନେଶ୍ୱର()  ରାଜ୍ୟରେ ଆଉ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୧୦୯ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୯୧ ଜଣ ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୬ ହଜାର ୩୩୪ ରେ ପହଞ୍ଚିଛି ।…

୧୦ଟି ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର() ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ତାରିଖ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ…

ଟ୍ରମ୍ପ ଓ ପତ୍ନୀ ମେଲାନିଆଙ୍କୁ କରୋନା

ନୂଆଦିଲ୍ଲୀ()  କରୋନାରେ ଅଧିକ ପ୍ରଭାବିତ ହେଉଥିବା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହାର କବଜାକୁ ଆସିଛନ୍ତି । ଏନେଇ ଆଜି ସକାଳେ ଟ୍ରମ୍ପ ଟ୍ୱିଟ ଜରିଆରେ କହିଛନ୍ତି ଯେ, ସେ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କର ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଟେଷ୍ଟ ରିପୋର୍ଟ…

ଜେଏସପିଏଲକୁ ସମ୍ମାନଜନକ ଗ୍ରୀନ୍ ଟେକ୍ ସିଏସଆର ଇଣ୍ଡିଆ 2020 ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ୱର() ସିଏସଆର କାର୍ଯ୍ୟକ୍ରମ ଅଧୀନରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)କୁ ଗ୍ରୀନ୍ ଟେକ୍ ସିଏସ୍ଆର୍ ଇଣ୍ଡିଆ 2020 ପୁରସ୍କାର ପ୍ରଦାନ କରାଯାଇଛି । ଗ୍ରୀନ୍ ଟେକ୍ ଫାଉଣ୍ଡେସନ୍ ଦ୍ୱାରା ଅନଲାଇନ…

ଏଣିକି ନିୟମ ଉଲ୍ଲଂଘନ କଲେ ଲକ୍ଷେ ଜରିମାନା ସହ ୨ ବର୍ଷ ଜେଲ୍‌ ଦଣ୍ଡ

ଭୁବନେଶ୍ୱର()  ବିଧାନସଭାରେ ପାରିତ ହୋଇଛି ସଂକ୍ରାମକ ରୋଗ ବିଲ୍‌ ୨୦୨୦ । ବିରୋଧୀଙ୍କ ବିରୋଧ ସତ୍ତେ୍ୱ ଗୃହରେ ଏ ବିଲ୍‌ ପାରିତ ହୋଇଯାଇଛି । କରେନା ମହାମାରୀ ସଂକ୍ରମଣକୁ ରୋକିବାକୁ ସରକାର ଏଥିରେ କଠୋର ଦଣ୍ଡବିଧାନ ବ୍ୟବସ୍ଥା କରିଛନ୍ତି । କରୋନା ନିୟମ ଉଲ୍ଲଂଘନ କଲେ ଏଣିକି ଲକ୍ଷେ ଟଙ୍କା…

ମହିଳା ଓ ଝିଅଙ୍କ ନିକଟରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଛି

ଗଜପତି() କରୋନା ଯୋଗୁଁ ଗଜପତିରେ ହୋଇଥିବା ସିରୋ ସର୍ଭେର ରିପୋର୍ଟ ଆଜି ଆସିଛି । ପାରଳାଖେମୁଣ୍ଡି ସହରର ୬୫% ଲୋକଙ୍କ ମଧ୍ୟରେ ଆଣ୍ଟିବଡି ସୃଷ୍ଟି ହୋଇଛି । ଏନେଇ ଆରଏମଆରସିର ନିର୍ଦ୍ଦେଶିକା ସଙ୍ଘମିତ୍ରା ପତି ସୂଚନା ଦେଇଛନ୍ତି । ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ‘…

ଭୁବନେଶ୍ୱରରୁ ୩୪୦ ପଜିଟିଭ, ୨୫୬ ଲୋକାଲ କେସ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୨୩୫…

୩ଟି ସିଫ୍ଟରେ ହେବ OJEE

ଭୁବନେଶ୍ୱର()  ଆଜି ପ୍ରକାଶ ପାଇଛି ଓଜେଇଇ ପରୀକ୍ଷା ସୂଚୀ । ଆକ୍ଟୋବର ୫ ତାରିଖରୁ ଛାତ୍ରଛାତ୍ରୀଙ୍କୁ ମିଳିଯିବ ଆଡମିଟକାର୍ଡ । ojee.nic.in ରେ ଛାତ୍ରଛାତ୍ରୀମାନେ ଆଡମିଟକାର୍ଡ ଡାଉନଲୋଡ କରିପାରିବେ । ପରୀକ୍ଷାର୍ଥୀମାନେ ଆଇଡି ପାଶୱାର୍ଡ ଦେଇ ନିଜ ନିଜର ଆଡମିଟକାର୍ଡ ଡାଉନଲୋଡ କରିପାରିବେ…
Jouez gros ! Nine Casino verse de vraies récompenses.
Découvrir les informations ! leon casino connexion – aperçu complet !
A megbízható platform kiválasztása alapvető a jó online szerencsejáték élményhez, mivel a fizetések biztonsága, a játékok sokszínűsége, a bónuszok és a gyors kifizetések jelentősen befolyásolják a játékosok élményét. A https://dukatbet.info/hu/ útmutató segít összehasonlítani a szabadidős szórakozási lehetőségeket és jobban megérteni a fontos szempontokat a tét előtt.
В онлайн игри на златно ниво изборът на надеждна платформа е ключов за наслада от казино игрите. Сигурността на плащанията, разнообразието от слот машини, бонусите и бързата възможност за теглене значително влияят на играчското изживяване. Пътеводителят zora.bet помага да сравните наличните сайтове и да разберете важните критерии, преди да започнете да играете.
Fans tracking football match outcomes benefit from detailed player stats, live scores, and team performance trends, enabling smarter predictions and deeper engagement. By reviewing recent fixtures, historical data, and on‑field metrics, supporters can gauge momentum and compare squad strengths. For insightful analysis, check out the total over platform.
Giocare su una piattaforma sicura è fondamentale per godersi il mondo del gioco d'azzardo online, poiché la sicurezza dei pagamenti, la varietà dei slot, i bonus offerti e la rapidità dei prelievi incidono notevolmente sull’esperienza dei giocatori. Il sito https://spingrande1.com/ permette di confrontare le offerte e comprendere meglio i criteri chiave prima di puntare.
Affidarsi a una piattaforma sicura è fondamentale per godersi il gioco d’azzardo online in condizioni ottimali, poiché la sicurezza dei pagamenti, la varietà di slot, i bonus offerti e la rapidità dei prelievi possono influenzare notevolmente l’esperienza del giocatore. Il sito Ringospin Casino offre tutto questo, con un’ampia scelta di giochi e promozioni competitive.