Odia News Portal

ସର୍ଦ୍ଦାର ପଟେଲ ଜୟନ୍ତୀରେ ଲଞ୍ଚ ହେବ ‘ମେରା ଯୁବା ଭାରତ’ : ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ଅକ୍ଟୋବର ୩୧ ତାରିଖରେ ଦେଶବ୍ୟାପୀ ଏକ ବଡ଼ ସଂଗଠନ ଲଞ୍ଚ ହେବାକୁ ଯାଉଛି। ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ମେରା ଯୁବା ଭାରତ ଲଞ୍ଚ ହେବ। ଏହା ଦେଶର ଯୁବକମାନଙ୍କୁ ରାଷ୍ଟ୍ରନିର୍ମାଣର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବାର ସୁଯୋଗ ପ୍ରଦାନ କରିବ ବୋଲି ଆଜି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରୁ ଗୌହାଟି ଦେଢ ଘଣ୍ଟା, ଆଜି ଠୁ ଆରମ୍ଭ ହେବ ବିମାନ ସେବା

ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟି ପହଞ୍ଚିବେ । ଓଡ଼ିଶାରୁ ଗୌହାଟୀ ସିଧାସଳଖ ଉଡ଼ିବ ବିମାନ । ଆଜିଠାରୁ ଆରମ୍ଭ ହେବ ଏହି ସେବା । ଏହାସହ ଉତ୍ତର-ପୂର୍ବ ରାଜ୍ୟ ସହ ଯୋଡ଼ି ହେବ ଓଡ଼ିଶା । ପ୍ରତିଦିନ ଅପରାହ୍ନ 1.28 ରେ ଭୁବନେଶ୍ୱର ଛାଡ଼ି 2.55 ରେ ଗୌହାଟି ପହଞ୍ଚିବ । ଏହା ପରେ ଅପରାହ୍ନ

ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ଗିରଫ

ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ଗିରଫ । ପ୍ରଦୀପ ପ୍ରଧାନଙ୍କୁ ଗିରଫ କଲା ଭୁବନେଶ୍ବର ମହିଳା ଥାନା ପୋଲିସ । ଏକ ମାମଲାରେ ପୁଲିସ ଥାନାକୁ ଡାକିଥିଲା। ତାପରେ ତାଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଥିଲା। ପରେ ଗିରଫ କରିଛି। ତେବେ କେଉଁ ମାମଲାରେ ପ୍ରଦୀପଙ୍କୁ ପୁଲିସ ଡାକିଥିଲା ତାହା

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା 

ଆଜି ହେଉଛି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ବିପାକରୁ ବେଳେ ଏହାର ମୁକାବିଲା ପାଇଁ ଠୋସ୍ ପ୍ରସ୍ତୁତି, କୁଶଳ ପ୍ରତିକ୍ରିୟା ଓ ଜିରୋ କାଜୁଆଲିଟି ଆଭିମୁଖ୍ୟ ଯୋଗୁଁ ଓଡିଶାର ବିପର୍ଯ୍ୟୟ ପରିଚାଳନା ମଡେଲ୍ ସାରା

ଆଜି ଭାରତ-ଇଂଲଣ୍ଡ ମୁକାବିଲା

ଆଇସିସି ବିଶ୍ୱକପ୍ ୨୦୨୩ର ୨୯ତମ ମ୍ୟାଚ୍ ଭାରତ ଓ ଇଂଲଣ୍ଡକୁ ମଧ୍ୟରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ ରବିବାର ଖେଳାଯିବ । ବିଶ୍ୱକପ୍‌ରେ ଭାରତ ପାଞ୍ଚଟି ମ୍ୟାଚ୍ ଖେଳି ପାଞ୍ଚଟିରେ ବିଜୟ ହାସଲ କରି ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି । ଇଂଲଣ୍ଡ ବିପକ୍ଷରେ ରୋହିତ ଶର୍ମାଙ୍‌କ ନେତୃତ୍ୱାଧିନ

କଟକ ନେତାଜୀ ବସ୍ ଟର୍ମିନାଲ୍ ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ

୫-ଟି ଅଧ୍ୟକ୍ଷ କଟକରେ ନୂତନ ଭାବେ ନିର୍ମିତ ଓ କାର୍ୟ୍ୟକ୍ଷମ ହୋଇଥିବା ନେତାଜୀ ବସ୍ ଟର୍ମିନାଲ୍ ଆଜି ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଲୋକଙ୍କ ମତାମତ ଜାଣିବା ପାଇଁ ଯାତ୍ରୀ, ବିକ୍ରେତା, ସେବା ପ୍ରଦାନକାରୀ, ବସ୍ ଅପରେଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ।

ବିଦାୟୀ ବେଳେ ଭାବ ବିହ୍ବଳ ହେଲେ ରାଜ୍ୟପାଳ ଗଣେଣୀ ଲାଲ୍

ଓଡ଼ିଶା ଛାଡିଲେ ରାଜ୍ୟବାସୀଙ୍କ ପ୍ରିୟ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଓଡ଼ିଶା ଛାଡିବା ପୂର୍ବରୁ ଭାବବିହ୍ବଳ ହୋଇ ପଡି ବିଦାୟୀ ରାଜ୍ୟପାଳ କହିଥିଲେ, ମୁଁ ଓଡ଼ିଶାରୁ ବହୁତ କିଛି ଶିଖିଛି ଓ ପାଇଛି। ଓଡ଼ିଶାବାସୀ ମତେ ବହୁତ ସ୍ନେହଶ୍ରଦ୍ଧା ଓ ସମ୍ମାନ ଦେଇଛନ୍ତି। ମୁଁ କାହିଁକି ଆସିଛି ଓ

ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା

ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି। ସିରିୟାରେ ଏୟାର ଷ୍ଟ୍ରାଇକ କରିଛି ଆମେରିକା। ପୂର୍ବ-ସିରିୟାର ୨ଟି ସ୍ଥାନରେ ଏୟାର ଷ୍ଟ୍ରାଇକ ହୋଇଛି । F-16 ବିମାନରୁ ହୋଇଛି ବୋମାମାଡ । ଇରାନ ରିଭୋଲ୍ୟୁସନାରି ଗାର୍ଡସ ଓ ଆତଙ୍କୀ ଆଡ୍ଡାକୁ ଟାର୍ଗେଟ୍ କରାଯାଇଛି । ଇରାନ ରିଭୋଲ୍ୟୁସନାରି

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ପାରା ଏସୀୟ କ୍ରୀଡାରେ ଏସଏଲ୩ ପୁରୁଷ ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରମୋଦ ଭଗତଙ୍କ ଏହି ଉଲ୍ଲେଖନୀୟ ସଫଳତା ରାଜ୍ୟ ଓ ଦେଶ ପାଇଁ ଗୈାରବ ଆଣିବାକୁ ଅନ୍ୟ କ୍ରୀଡାବିତମାନଙ୍କୁ ପ୍ରେରଣା

ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱରୂପ ନାୟକଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ