ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ
ସୀଓଡ଼ିଶା ମାନ୍ତ ଆନ୍ଧ୍ରର ଆରକୁରେ ବାତ୍ୟା ‘ମୋନ୍ଥା’ର ପ୍ରଭାବ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ଯୋଗୁ କୋରାପୁଟ-କୋତାୱାଲସା ରେଳ ଲାଇନ୍ ଧୋଇଯାଇଛି। ଚମିଟିପାଲୀ ନିକଟରେ ରେଳଧାରଣା ଉପରେ ପାଣି ପ୍ରବାହିତ ହେବାରୁ ରେଳ ଲାଇନ କ୍ଷତିଗ୍ରସ୍ତ ହୋଇଛି। ଫଳରେ କୋରାପୁଟ-କୋତାୱାଲସା…
