ରାତିରେ କମୁଛି ପରଦ: ଜାଡ଼ ମାଡ଼ରେ ଅସହ୍ୟ ଜନ ଜୀବନ
ପୁଣି ଶୀତ କରୁଛି କଲବଲ । ରାତିରେ ଖସୁଛି ପାରଦ । ଜାଡର ମାଡ଼ରେ ଅସହ୍ୟ ହେଉଛି ଜନ ଜୀବନ । ସ୍ବାଭାବିକ ତାପମାତ୍ରା ଠାରୁ ରାତିରେ ଦୁଇରୁ ତିନି ଡିଗ୍ରୀ କମୁଛି ପାରା । ଫଳରେ ପ୍ରବଳ ଶୀତ ଅନୁଭୂତ ହେଉଛି ।
ଉପକୂଳ ଓଡ଼ିଶାର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ପୁଣି ଥରେ ୧୫ ଡିଗ୍ରୀ!-->!-->!-->…
