Odia News Portal

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ପାଲଲହଡ଼ା ବିଇଓ ଅଫିସରେ ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ଭାବେ କାର୍ଯ୍ୟରତ ପ୍ରସନ୍ନ କୁମାର ପାଣିଙ୍କ ଘର ସମେତ ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ

ଏସୀୟ କ୍ରୀଡ଼ା ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ଜିତିଥିବା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ…

ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି

ରାଜଧାନୀରେ ଅସୁରକ୍ଷିତ ଆପାର୍ଟମେଣ୍ଟ 

ରାଜଧାନୀର ଲୁଟେରାଙ୍କ ଟାର୍ଗେଟରେ ଆପାର୍ଟମେଣ୍ଟ । ଗଳି କନ୍ଦି କଲୋନି କି ସାଦା ଘର ନୁହେଁ, ସିଧା ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଚୋରି କରିଛନ୍ତି ଲୁଟେରା। ସିକ୍ୟୁରିଟି ଗାର୍ଡ ଥିବା ସତ୍ତ୍ୱେ ଚୋରି ହୋଇଥିବାରୁ ପୋଲିସର ଅକଲ ଗୁଡୁମ୍ । ଇନଫୋସିଟି ଥାନା ଅଧୀନରେ ଥିବା ରାଜବାଟିକାରୁ ଚୋରି

ଓଡ଼ିଶା, ଗୌହାଟିକୁ ମାତ୍ର ଦେଢ଼ ଘଣ୍ଟା

ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ । ୨୧ତମ ସ୍ଥାନ ଭାବେ ଭୁବନଶ୍ୱରରୁ ଗୌହାଟିକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ୱର-ଗୌହାଟି ମଧ୍ୟରେ ବିମାନ ଚଳାଚଳ କରାଇବ ଇଣ୍ଡିଗୋ ଏୟାରଲାଇନ୍ସ । ଭୁବନେଶ୍ୱରରୁ

ଭିକାରୀ ମୁକ୍ତ ହେବ ଭୁବନେଶ୍ୱର

ଭୁବନେଶ୍ୱରକୁ ଭିକାରୀ ମୁକ୍ତ କରିବା ପ୍ରସଙ୍ଗରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ସହାୟତାରେ ଭୁବନେଶ୍ବରରେ ୫ ଶହ ଭିକାରୀ ରହିବା ଭଳି ୫ଟି ଥଇଥାନ କେନ୍ଦ୍ର ହୋଇଥିବା ବେଳେ ଏହାକୁ କଡାକଡି ପାଳନ କରିବାକୁ

ପୁଣି ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲେ ବିଧାୟକ

ସୁନ୍ଦରଗଡ଼ ଜିଲ୍ଲା କୋଇଡା ଖଣି ମଣ୍ଡଳ ଅନ୍ତର୍ଗତ ଓଏମସି କୁର୍ମିତର ଖଣି ସମ୍ମୁଖରେ ମଙ୍ଗଳବାର ଜୋରଦାର ଧାରଣା ଓ ପ୍ରଦର୍ଶନ ହୋଇଛି। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ଵରେ ସିଆଇଟିୟୁର ପାଞ୍ଚ ହଜାରରୁ ଉର୍ଦ୍ଧ୍ଵ କର୍ମୀ ଓ ଶ୍ରମିକମାନେ ମଙ୍ଗଳବାର ପୁଣି ଥରେ ଅନିର୍ଦ୍ଧିଷ୍ଟ କାଳ

ଆମ ଓଡିଶା ନବୀନ ଓଡିଶା ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ

ଦୁର୍ଗା ପୂଜାକୁ ଧୋଇ ନେବ ବର୍ଷା, ଆସୁଛି ଲଘୁଚାପ

ଆସୁଛି ପାର୍ବଣ । ଧରାପୃଷ୍ଠକୁ ଅବତରଣ କରିବେ ଦେବୀ ଦୁର୍ଗା । ଏହାରି ମଧ୍ୟରେ ବଡ ଖବର ଆସୁଛି । ପୂଜାରେ ବର୍ଷା ସାଜିପାରେ ବାଧକ। ବର୍ଷାରେ ଭିଜିପାରେ ପାର୍ବଣର ଉତ୍ସାହ । ଦଶହରା ପୂର୍ବରୁ ଏକ ଲଘୁଚାପ ଘନୀଭୂତ ହୋଇପାରେ । ଯାହା ଫଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏକା ସାଙ୍ଗେ

ଜୀବନସାଥୀ ବାଛିବାର ସମସ୍ତଙ୍କ ଅଧିକାର ଅଛି: ସିଜେଆଇ

ଜୀବନସାଥୀ ବାଛିବାର ସମସ୍ତଙ୍କ ଅଧିକାର ଅଛି । କୁଇରବର୍ଗଙ୍କୁ ଲିଙ୍ଗଗତ କାରଣରୁ ଅଧିକାରରୁ ବଞ୍ଚିତ କରାଯାଇ ପାରିବନି ବୋଲି ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି । ସମଲିଙ୍ଗୀ ବିବାହ ଉପରେ ରାୟ ଘୋଷଣା କରିବା ଅବସରରେ ସେ ଏହା କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ପୁଅ ମୃତ, ମାଆ ଗୁରୁତର

ତେଲ ଟ୍ୟାଙ୍କର ଧକ୍କାରେ ପୁଅ ମୃତ ହୋଇଥିବା ବେଳେ ତାଙ୍କ ମାଆ ଗୁରୁତର ଅବସ୍ଥାରେ । ସ୍କୁଲ ଛୁଟି ପରେ ମାଆ ସହ ପୁଅ ସ୍କୁଟିରେ ଫେରିଥିବା ବେଳେ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି । ଟାଉନ୍ ଥାନା ଭାଲିଆବାଡି ଛକରେ ଏହିଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି