ଶଙ୍ଖ ଭବନରେ ମିଶ୍ରଣ ପର୍ବ
ଭୁବନେଶ୍ବର (ଉତ୍ତର) ନିର୍ବାଚନ ମଣ୍ଡଳୀର ବିଭିନ୍ନ ଓ୍ବାର୍ଡର ବିଜେପି ନେତା ଓ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି ।
ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଥିଲା ଏହି ମିଶ୍ରଣ ପର୍ବ । ବିଧାୟକ ସୁକାନ୍ତ ରାଉତଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଥିଲେ ବିଜେପି ନେତା ଓ କର୍ମୀ ।…