ଆଜି ବଡ଼ ଠାକୁରଙ୍କ ହରିହର ବେଶ, ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ
ଆଜି ବଡ଼ ଠାକୁରଙ୍କ ହରିହର ବେଶ। ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ…
