ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ
ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ!-->…
